ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି , ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ କଲେ ମତ ବିନିମୟ

ଭୁବନେଶ୍ଵର, ୩/୭ : ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ ।

ଏହି ଅବସରରେ ଏକ ବିକଶିତ ଓଡିଶା ନିର୍ମାଣ ଲାଗି ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ ମତ ବିନିମୟ କରିବା ସହ ଏଥିରେ  ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ କିଭଳି ସହାୟକ ହୋଇପାରିବ ସେ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏଥିସହ ଘରୋଇ ସଂସ୍ଥାର ଭୂମିକା ଓ ସରକାରଙ୍କ ମଧ୍ୟରେ ସୁସମ୍ପର୍କ ଉପରେ ମଧ୍ୟ ଆଲୋଚନା ହୋଇଥିଲା ।  ଏହି ସମୟରେ ଆଇଏମଏସ ଆଣ୍ଡ  ସମ୍ ହସ୍ପିଟାଲର ବରିଷ୍ଠ ଚିକିତ୍ସକ ଡାକ୍ତର ବସନ୍ତ କୁମାର ପତି ମଧ୍ୟ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.