ପ୍ରମୂଖ ଖବର
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

ଓପିଏସ୍ ସ୍ତରରେ ପଦୋନ୍ନତି

Published By : Prameya | April 17, 2025 11:06 PM

ଭୁବନେଶ୍ବର, ୧୭/୪ : ଓପିଏସ୍ ସ୍ତରରେ ପଦୋନ୍ନତି । ଡିଏସପି ରାଙ୍କରୁ ଆଡ଼ିସନାଲ୍ ଏସପି ରାଙ୍କକୁ ପଦୋନ୍ନତି । ୧୧ଜଣଙ୍କୁ ପଦୋନ୍ନତି ଦେଲା ଗୃହ ବିଭାଗ। 

ପଦୋନ୍ନତି ମିଳିଥିବା ଅଧିକାରୀ ହେଲେ ସନ୍ତୋଷ କୁମାର ଦାଶ, ବିଭୂତି ଭୂଷଣ ମହାପାତ୍ର, ସୁବ୍ରତ କୁମାର, ଅମ୍ବିତ ମହାନ୍ତି, ଉପାସନା ପାଢ଼ୀ, ସମ୍ବିତ କୁମାର ମାଝୀ ସଚିନ ପଟେଲ, ଶୁଭଶ୍ରୀ ନାୟକ, ରଶ୍ମିରଞ୍ଜନ ସେନାପତି, ସୌମ୍ୟ ରଞ୍ଜନ ମଲ୍ଲିକ, ମିନାକ୍ଷୀ ଠାକୁର।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.