ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ବରଗଡ ଜ଼ିଲ୍ଲା ସମାଜସେବୀ ସଂଘ ପକ୍ଷରୁ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ରନ୍ଧାଖାଦ୍ୟ ବ୍ୟବସ୍ଥାର ଏକ ବର୍ଷ ପୂର୍ତ୍ତି ପାଳିତ

Published By : Suraj Kumar | May 25, 2025 4:48 PM

ବରଗଡ, ୨୫।୫ : ବରଗଡ ଜ଼ିଲ୍ଲା ସମାଜସେବୀ ସଂଘ ତରଫରୁ ବରଗଡ ପୁରୁଣା ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କ ସମ୍ପର୍କୀୟମାନଙ୍କ ପାଇଁ କରାଯାଉଥିବା ରନ୍ଧlଖାଦ୍ୟ ବ୍ୟବସ୍ଥାର ଏକ ବର୍ଷ ପୂର୍ତ୍ତି ପାଳିତ ହୋଇଯାଇଛି l ଏ ଅବସରରେ ପୁରୁଣା ଡାକ୍ତରଖାନା ପରିସରରେ ଏକ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି l 

ସଂଘର ସଭାପତି ବଳିଷ୍ଠ ଦୁର୍ଗାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଯୋଗ ଦେଇଥିଲେ। ବିଜେପି ନେତା ଅକ୍ରୁର ମଲ୍ଲିକ, ସର୍ଦାର ପ୍ରିତମ ସିଂ, ଯଶବୀର ସିଂ ସୈନି, ମିନାକ୍ଷୀ ମିଶ୍ର, ଅଞ୍ଜନା ଦାଶ ପ୍ରମୁଖ ମଂଚାସୀନ ଥିଲେ l ସଂଘର କାର୍ଯ୍ୟକ୍ରମକୁ ସ୍ୱାଗତ କରି ନେତୃ ମଣ୍ଡଳୀ ସ୍ବେଛାସେବୀମାନଙ୍କୁ ଉତ୍ସାହିତ କରିଥିଲେ l ଏ ଅବସରରେ ବହୁ ସ୍ବେଛାସେବୀ, ସଚେତନ ନାଗରିକ ଓ ସହଯୋଗୀଙ୍କୁ ସମ୍ମାନିତ କରାଯାଇଥିଲା l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.