ପ୍ରମୂଖ ଖବର
  • ଚମକିଲା ଭାଗ୍ୟ; ରାତାରାତି ଶ୍ରମିକରୁ କୋଟିପତି ହେଲେ ହୀରାକୁଦର ଶିବ ସୁନ୍ଦର
  • ||
  • ଅପରେସନ୍ 'ସିନ୍ଦୂର' ; ୬ ନୁହେଁ ପାକିସ୍ତାନର ୯ବିମାନକୁ ମାଟିରେ ମିଶାଇଛି ଭାରତ
  • ||
  • ସଂସଦ ମୌସୁମୀ ଅଧିବେଶନ; ୨୧ ଜୁଲାଇରୁ ୧୨ ଅଗଷ୍ଟ ଯାଏ ଚାଲିବ
  • ||
  • ଜଗତସିଂହପୁର : ପାରାଦୀପ ଆଇସ୍ ଫ୍ୟାକ୍ଟ୍ରିରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍, ୪ ଅସୁସ୍ଥ
  • ||
  • ବାଲେଶ୍ୱର : ମିନତୀ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପୁଲିସର ଚଢାଉ,୧୦ ଯୁବତୀ ଅଟକ
  • ||
  • ବାଲେଶ୍ୱର : ପୋଖରୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ବଢିଲା କରୋନା ଭୟ; ୨୪ ଘଣ୍ଟାରେ ୨୭୬ ଆକ୍ଟିଭ କେସ୍‌, ୭ମୃତ
  • ||
  • ବ୍ରହ୍ମପୁର : ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍‌ଆଇ,୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
  • ||
  • ମୟୂରଭଞ୍ଜ : ୪ଟି ଥାନାର ଅଧିକାରୀଙ୍କୁ ନେଇ ଗୋବିନ୍ଦରାୟପୁର ଓ ତାଳପଦାରେ ମିଳିତ ଚଢ଼ାଉ,ପାଖାପାଖି ୪ଶହ ଗାଈଗୋରୁ ଉଦ୍ଧାର
  • ||
  • ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
  • ||
  • କାର୍ ଉପରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ୯ ମୃତ
  • ||
  • ଆମେରିକାରେ କୃଷି ଆତଙ୍କବାଦ ଖେଳାଉଛି ଡ୍ରାଗନ୍ ! ସାଙ୍ଘାତିକ 'ବାୟୋ ଅସ୍ତ୍ର' ସହ ଧରାପଡ଼ିଲେ ଚୀନ୍ ନାଗରିକ
  • ||
  • କଟକ : ନକଲି ମୋବିଲ ତିଆରି କାରଖାନାରେ ଚଢାଉ, ୨ ଅଟକ
  • ||
  • ଆନନ୍ଦପୁର ପୌର ଉପାଧ୍ୟକ୍ଷ ଦୁର୍ଗା ଚରଣ ଦଳେଇଙ୍କ ଦେହାନ୍ତ
  • ||
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ନବରଙ୍ଗପୁର ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣୀ ଶିବିର ଅନୁଷ୍ଠିତ

Published By : Ladu Kishor | June 2, 2025 6:57 PM

ନବରଙ୍ଗପୁର୨/୦୬:ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତପନ କୁମାର ଖୁଣ୍ଟିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ, ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥି ମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ଅଭିଯୋଗ ମୁଖ୍ୟତଃ ରାସନ୍ କାର୍ଡ, ଆବାସ ଗୃହ, ପାନୀୟ ଜଳ, ଆୟୁଶ୍ମାନ କାର୍ଡ, ବିଦ୍ୟୁତ୍ ଉପରେ ଥିଲା। ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ ଶିବିରରେ ପୂର୍ବରୁ ଏ ପର୍ଯ୍ୟନ୍ତ ବକେୟା ସମସ୍ୟାର ସମାଧାନ କରି ନଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତାଗିଦ କରିଥିଲେ ଏବଂ ଶୀଘ୍ର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣୀ ପରେ ଜିଲ୍ଲାରେ ଆସନ୍ତା ଜୁନ ୧୨ ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବିକାଶ ମେଳାରେ ବିଭାଗୀୟ ପ୍ରଦର୍ଶନୀ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.