ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ନରେନ୍ଦ୍ର ବାଣ ବିସ୍ଫୋରଣ ମାମଲା: ଆଖିବୁଜିଲେ ଆଉ ୨ ଜଣ, ୧୯ ଜଣଙ୍କ ଚାଲିଛି ଚିକିତ୍ସା

ପୁରୀ ୦୨/୦୬: ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି । ରବିବାର ଆଉ ୨ ଜଣଙ୍କର  ଜୀବନ ଦୀପ ଲିଭିଛି । ଏମାନଙ୍କୁ ମିଶାଇଲେ ଏବେ ସୁଦ୍ଧା ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଛି। ୧୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଏସ୍‌ଆର୍‌ସି ସୂଚନା‌ ଦେଇଛନ୍ତି।

ସୂଚନ ମୁତାବିକ, ଶନିବାର ମୃତକଙ୍କ ମଧ୍ୟରେ ଅଛନ୍ତି ବଡ଼ବାପାଝିଆରୀ ସଦର ଥାନା ଅଧୀନ ଖଣ୍ଡିଆବନ୍ଧର ପ୍ରଶାନ୍ତ ସାହୁ ଓରଫ ଘାଗୁଡ଼ି(୩୫), ପ୍ରତୀକ୍ଷା ସାହୁ(୬), ବ୍ରହ୍ମଗିରି ଅରଖକୁଦାର ଶଙ୍କର ବେହେରା(୩୮) ଓ ଦିବ୍ୟରଞ୍ଜନ  ସାହୁ(୩୫) । ଖଣ୍ଡିଆବନ୍ଧ ଗାଁ ମଶାଣିରେ ପ୍ରତୀକ୍ଷାଙ୍କ ଶବ ପୋତା ଯାଇଛି । ପ୍ରଶାନ୍ତ ଓ ଶଙ୍କରଙ୍କ ମୃତଦେହକୁ ସ୍ୱର୍ଗଦ୍ୱାରରେ ସଂସ୍କାର କରାଯାଇଛି । ଏସ୍‌ସିବିରେ ଶନିବାର ରାତିରେ ମୃତ୍ୟୁ ଘଟିଥିବା ରବିବାର ଦିବ୍ୟରଞ୍ଜନଙ୍କର ବ୍ୟବଚ୍ଛେଦ କରଯିବ ।

ଅନ୍ୟପକ୍ଷରେ ନରେନ୍ଦ୍ର ବାଣ ବିସ୍ଫୋରଣ ଘଟଣାର ତଦନ୍ତ ଏସ୍‌ଆରସିଙ୍କ ତଦନ୍ତ ଆରମ୍ଭ ହୋଇଛି । ଆସନ୍ତା ୫ ତାରିଖରେ ସର୍କିଟ ହାଉସ୍‌ଠାରେ ଏହି ଘଟଣାରେ ପକ୍ଷଭୁକ୍ତ ଥିବା ଶ୍ରୀମନ୍ଦିର ପ୍ରଶାସନ, ଅଗ୍ନିଶମ ବିଭାଗ, ପୁଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କଠାରୁ ମତାମତ ସଂଗ୍ରହ କରାଯିବ ବୋଲି ଅତିରିକ୍ତ ଏସଆରସି ସୂଚନା ଦେଇଛନ୍ତି । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.