ପ୍ରମୂଖ ଖବର
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ୍ ରେଢ଼ାଖୋଲ ଷ୍ଟେସନଠାରେ ରହିବ

Published By : Prameya | September 14, 2023 10:45 PM

ଭୁବନେଶ୍ୱର ୧୪/୯: ଯାତ୍ରୀମାନଙ୍କ ସୁବିଧା ତଥା ଯାତ୍ରୀମାନଙ୍କୁ ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳ ମନ୍ତ୍ରଣାଳୟ ୧୫.୯.୨୦୨୩ (୧୪ ସେପ୍ଟେମ୍ବର ରାତି) ରୁ ପରୀକ୍ଷାମୂଳକ ଭିତ୍ତିରେ ରେଢ଼ାଖୋଲ ଷ୍ଟେସନରେ ୧୮୪୨୫/୧୮୪୨୬ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସର ରହଣି ପାଇଁ ନିଷ୍ପତ୍ତି ନେଇଛି ।

ପୁରୀରୁ ଛାଡୁଥିବା ୧୮୪୨୫ ପୁରୀ-ଦୁର୍ଗ ଏକ୍ସପ୍ରେସ ରେଢ଼ାଖୋଲ ଷ୍ଟେସନଠାରେ ରାତ୍ରି ୧୨ ଘ.୫୮ ମି.ରେ ପହଞ୍ଚି ରାତ୍ରି ୦୧ ଘଟିକା ସମୟରେ ଦୁର୍ଗ ଅଭିମୁଖେ ଯାତ୍ରା କରିବ । ଫେରିବା ମାର୍ଗରେ ଦୁର୍ଗରୁ ଛାଡୁଥିବା ୧୮୪୨୬ ଦୁର୍ଗ-ପୁରୀ ଏକ୍ସପ୍ରେସ ରେଢ଼ାଖୋଲ ଷ୍ଟେସନ ଠାରେ ରାତ୍ରି ୦୨ ଘ.୦୨ ମି.ରେ ପହଞ୍ଚି ରାତ୍ରି ୦୨ ଘ.୦୪ ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.