ପ୍ରମୂଖ ଖବର
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ୍ ରେଢ଼ାଖୋଲ ଷ୍ଟେସନଠାରେ ରହିବ

ଭୁବନେଶ୍ୱର ୧୪/୯: ଯାତ୍ରୀମାନଙ୍କ ସୁବିଧା ତଥା ଯାତ୍ରୀମାନଙ୍କୁ ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳ ମନ୍ତ୍ରଣାଳୟ ୧୫.୯.୨୦୨୩ (୧୪ ସେପ୍ଟେମ୍ବର ରାତି) ରୁ ପରୀକ୍ଷାମୂଳକ ଭିତ୍ତିରେ ରେଢ଼ାଖୋଲ ଷ୍ଟେସନରେ ୧୮୪୨୫/୧୮୪୨୬ ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସର ରହଣି ପାଇଁ ନିଷ୍ପତ୍ତି ନେଇଛି ।

ପୁରୀରୁ ଛାଡୁଥିବା ୧୮୪୨୫ ପୁରୀ-ଦୁର୍ଗ ଏକ୍ସପ୍ରେସ ରେଢ଼ାଖୋଲ ଷ୍ଟେସନଠାରେ ରାତ୍ରି ୧୨ ଘ.୫୮ ମି.ରେ ପହଞ୍ଚି ରାତ୍ରି ୦୧ ଘଟିକା ସମୟରେ ଦୁର୍ଗ ଅଭିମୁଖେ ଯାତ୍ରା କରିବ । ଫେରିବା ମାର୍ଗରେ ଦୁର୍ଗରୁ ଛାଡୁଥିବା ୧୮୪୨୬ ଦୁର୍ଗ-ପୁରୀ ଏକ୍ସପ୍ରେସ ରେଢ଼ାଖୋଲ ଷ୍ଟେସନ ଠାରେ ରାତ୍ରି ୦୨ ଘ.୦୨ ମି.ରେ ପହଞ୍ଚି ରାତ୍ରି ୦୨ ଘ.୦୪ ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.