ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୁଇ ଫୁଟର ଅଜଗର ସାପ ଉଦ୍ଧାର

Published By : Anindita Ratha | July 12, 2025 1:41 PM

କର୍ଲାମୁଣ୍ଡା,୧୨/୦୭: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲରୁ ଆଉ  ଏକ ଅଜଗର ସାପ ଉଦ୍ଧାର।  ବନ ବିଭାଗ ପକ୍ଷରୁ  ଏହି ଅଜଗର ସାପକୁ ଉଦ୍ଧାର କରାଯାଇଛି । ଯାହାର ଲମ୍ବ ଦୁଇ ଫୁଟ ହୋଇଥିବା ନେଇ ଅନୁମାନ କରାଯାଉଛି । ତେବେ ଅବୁଜବାହାଲ ଗ୍ରାମରେ ଏକ ଜମିରୁ ଗତ ଗୁରୁବାର ଦିନ ଏକ ସାଢେ ପାଞ୍ଚ ଫୁଟର ଅଜଗର ସାପ ଉଦ୍ଧାର ହୋଇଥିବା ବେଳେ ପୁଣି ଆଜି ଅର୍ଥାତ ଶନିବାର ମଧ୍ୟ ଏକ  ଦୁଇ ଫୁଟ ଲମ୍ବର ଛୋଟ ଅଜଗର ସାପ କୁ ବନ ବିଭାଗ ଉଦ୍ଧାର କରିଛି । 

ଗ୍ରାମର ଡ଼ଙ୍ଗରପଡ଼ାର ଏକ ବ୍ୟକ୍ତିଙ୍କ ଘର ପାଖରେ  ସାପଟି ଥିବା ନେଇ ଦେଖିବାକୁ ପାଇ  ଗାଁ ଲୋକେ ବନ ବିଭାଗକୁ ସୂଚନା ଦେଇଥିଲେ। ଏନେଇ ଖବର ପାଇ ମଦନପୁର ବନପାଳ ସମ୍ପଦ କୁମାର, ମ. ରାମପୁର ବନାଞ୍ଚଳ ସହକାରୀ ବନ ସଂରକ୍ଷକ  ଅସିତ କୁମାର ଦାସ, ବନରକ୍ଷୀ ସତ୍ୟଭାମା ନାଗ, ସତ୍ୟମ ମାଝୀ, ପ୍ରତାପ ବାଗ ପହଞ୍ଚି ସାପଟିକୁ ଉଦ୍ଧାର କରିବା ସହ  ସୁନାମୁଖୀ ସଂରକ୍ଷିତ ଜଙ୍ଗଲରେ ଛାଡି ଥିବା ମଦନପୁର ବନପାଳ ସମ୍ପଦ କୁମାର ପ୍ରକାଶ କରିଛନ୍ତି। ତେବେ ଏହି ଅଞ୍ଚଳରେ ଆହୁରି ସାପ ବାହାରିବାର ଆଶଙ୍କା କରି ଲୋକେ ଭୟଭୀତ ହେବା ସହ ଏହାର ସ୍ଥାୟୀ ପ୍ରତିକାର ପାଇଁ ଅନୁରୋଧ କରିଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.