ପ୍ରମୂଖ ଖବର
  • ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା, ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ
  • ||
  • ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର, ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଦେଲେ ଅପରାଜିତା
  • ||
  • କଟକ : ଦେଶୀ ବନ୍ଧୁକ କାରଖାନାରେ ରେଡ୍‌, ୪ ଗିରଫ
  • ||
  • ଆମେରିକା ସ୍ପେସ୍ ଏଜେନ୍ସିଂର ରକେଟ୍ ଫେଲ, ମହାକାଶରୁ ସୁନୀତା ୱିଲିୟମ୍ସ, ୱିଲମୋର ବୁଚଙ୍କର ଫେରିବା ହେବ ବିଳମ୍ବ
  • ||
  • ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ, ଜିଲ୍ଲାପାଳ ଏବଂ ଶ୍ରୀମନ୍ଦିର ପ୍ରଶାସକ ଉପସ୍ଥିତ
  • ||
  • ବାଲେଶ୍ୱର : ପୁଅକୁ ଛୁରୀ ଭୁସି ହତ୍ୟା କଲା ନୃଶଂସ ବାପା, ଅଭିଯୁକ୍ତ ଅଟକ
  • ||
  • ଉତ୍ତରାଖଣ୍ଡ ଡେରାଡୁନରେ ହିଟି ଆଣ୍ଡ ରନ୍‌, କାର ଧକ୍କାରେ ୪ ଶ୍ରମିକଙ୍କ ଚାଲିଗଲା ଜୀବନ, ୨ ଜଣ ଗୁରୁତର
  • ||
  • ବଡ଼ଦେଉଳରେ ଦୋଳ ଉତ୍ସବ: ଆଜି ମେଣ୍ଢାପୋଡ଼ି, ଦୋଳବେଦିରେ ବିଜେ ହେବେ ଠାକୁରେ
  • ||
  • ଅସ୍ଥାୟୀ ମଣ୍ଡପ ନିକଟରେ ସ୍ଥାପନ ହେଲା ଶୁଭଖଣ୍ଟି: ଏପ୍ରିଲ ୩ରୁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ୨୮ରେ ଶେଷ
  • ||
  • ଫଗୁଣରେ ନିର୍ଘାତ ତାତି: ୪୦ ଡେଇଁଲା ପାରଦ, ୧୬ ଯାଏ ଜଳାଇବ ଖରା, ୧୭ରେ ପରେ କାଳବୈଶାଖୀ !
  • ||

ଏମକେସିଜି କ୍ୟାମ୍ପସ୍ ପୁଣି ଅଶାନ୍ତ, ଶିଶୁରୋଗ ବିଭାଗର ପିଜି ଛାତ୍ରଙ୍କୁ ଆକ୍ରମଣ

Published By : Prameya | December 21, 2024 11:34 AM

ବ୍ରହ୍ମପୁର, ୨୧/୧୨: ଏମକେସିଜି କ୍ୟାମ୍ପସ୍ ପୁଣି ଅଶାନ୍ତ। କ୍ୟାମ୍ପସ୍‌ରେ ପୁଣି ରାଗିଂ ଅଭିଯୋଗ। ଶିଶୁରୋଗ ବିଭାଗର ଜଣେ ପିଜି ଛାତ୍ରଙ୍କୁ ଅନ୍ୟ ବିଭାଗ ପିଜି ଛାତ୍ର ଓ ସିନିୟର୍ ଆକ୍ରମଣ କରିଛନ୍ତି। MBBS ଛାତ୍ରଙ୍କୁ ନିୟମିତ ରାଗିଂ ହେଉଥିବା ବେଳେ ଗତକାଲି ପୁଣି ଏକ ଅଭିଯୋଗ ସାମ୍ନାକୁ ଆସିଛି।

ସୂଚନାନୁଯାୟୀ, ଶୁକ୍ରବାର ବିଳମ୍ଵିତ ରାତିରେ ଶିଶୁରୋଗ ବିଭାଗର ଜଣେ ପିଜି ଛାତ୍ରଙ୍କୁ ଅନ୍ୟ ବିଭାଗ ପିଜି ଛାତ୍ର ଓ ସିନିୟର୍ ମିଶି ଆକ୍ରମଣ କରିଥିଲେ। ସଂପୃକ୍ତ ଛାତ୍ର ମାନସିକ ଚାପରେ ଥିବାବେଳେ ସେ ହଷ୍ଟେଲ ଛାତରୁ ଦେଇଁବାକୁ ଉଦ୍ୟମ କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଶିଶୁରୋଗ ବିଭାଗ ମୁଖ୍ୟ ହସ୍ତକ୍ଷପ କରିଥିଲେ ବି ଏହାର ସମାଧାନ ହୋଇନାହିଁ। କ୍ୟାମ୍ପସରେ ଅଶାନ୍ତ ବାତାବରଣ ଲାଗି ରହିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଅଧ୍ୟକ୍ଷ ପହଞ୍ଚିନାହାଁନ୍ତି। ଗତ ୬ମାସ ହେଲା MKCG କ୍ୟାମ୍ପସ ମୁରବି ବିହୀନ ହୋଇ ରହିଥିବା ବେଳେ କ୍ୟାମ୍ପସରେ ଅଶାନ୍ତ ବାତାବରଣ ଦେଖାଯାଉଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.