ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

କୁମ୍ଭ ରାଶିରେ ବକ୍ର ଚଳନ କରିବେ ରାହୁ, ଏହି ରାଶିର ବଦଳିବ ଭାଗ୍ୟ...

Published By : Harapriya Sethi | May 9, 2025 7:43 AM

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଗୋଟିଏ ରାଶିରେ ପ୍ରାୟ ୧୮ ମାସ ପର୍ଯ୍ୟନ୍ତ ଚଳନ କରି ରହି ଥାନ୍ତି । ରାହୁ ଏହି ସମୟରେ ମୀନ ରାଶିରେ ରହିଛନ୍ତି । ମେ ୧୮ ତାରିଖରେ କୁମ୍ଭ ରାଶିରେ ଓଲଟା ଚଳନ କରିବେ । ରାହୁଙ୍କ ଏହି ଚଳନ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନାଭଳି ଚମକିବ ।

ମେଷ – ରାହୁଙ୍କ ଏହି ଚଳନ ଫଳରେ ମେଷ ରାଶି ବ୍ୟକ୍ତି ବିଶେଷଙ୍କୁ ଖୁସି ମିଳିବ । ବ୍ୟବସାୟରେ ବଡ ଲାଭ ହେବ । ସମସ୍ତ କାର୍ଯ୍ୟରେ ଉନ୍ନତି ହେବ । ଧନ ସମ୍ପତ୍ତି ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ହଠାତ୍‌ ଧନ ମିଳିବ ।

ମିଥୁନ- ଏହି ରାଶିଙ୍କ ପାଇଁ ସମୟ ଅନୁକୂଳ ରହିଛି । ହଠାତ୍‌ ଧନ ବୃଦ୍ଧି ହେବ । ବ୍ୟବସାୟରେ ବଡ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ଶୁଭ ପରିବର୍ତ୍ତନ ହେବ । ଚାକିରିରେ ପଦନ୍ନୋତିର ଯୋଗ ରହିଛି । ଅଟକି ଥିବା ଧନ ମିଳିବ ।

ସିଂହ- ସିଂହ ରାଶିର ବ୍ୟକ୍ତିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା- ଏହି ରାଶିର ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟୀଙ୍କୁ ଶୁଭଫଳ ମିଳିବ । ନୂଆ କାମ ଆରମ୍ଭ କରିବେ ।

ମୀନ- ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍‌ ଧନ ଲାଭ ହେବ । ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ବଡ ଉନ୍ନତି ହେବ । ସମୟ ଅନୁକୂଳ ରହିଛି । ଭାଗ୍ୟର ସାଥ୍‌ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.