ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଚୋରା କୋଇଲା ଡିପୋରେ ଚଢ଼ାଉ, ୧୪ ମାଫିଆ ଅଟକ

Published By : Prameya | February 6, 2025 12:30 PM

ଭୁବନେଶ୍ଵର, ୦୬/୦୨ : ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ୫୫ ନମ୍ଵର ଜାତୀୟ ରାଜପଥ କଡ଼ରେ ଚାଲୁଥିବା ଚୋରା କୋଇଲା ଡିପୋରେ ଚଢାଉ। କଟକର ସ୍ପେଶାଲ୍ ସ୍କ୍ଵାଡ୍ ଏହି ଡିପୋରେ ଚଢାଉ କରି ୨ଟି ମିନିଟ୍ରକ୍ ସହ ୧୪ ଜଣଙ୍କୁ ଅଟକ ରଖିଛି। ସେମାନଙ୍କୁ ଏନେଇ ପଚରାଉଚରା କରାଯାଉଛି।

ଏହି ଖବରଟିକୁ ପଢନ୍ତୁ-ସରକାରୀ ବାବୁଙ୍କୁ କଡ଼ା ତାଗିଦ୍... 'ଲୋକଙ୍କ ଅଭିଯୋଗ ତୁରନ୍ତ ସମାଧାନ କର, ନହେଲେ କାର୍ଯ୍ୟାନୁଷ୍ଠାନ'

ସୂଚନାନୁଯାୟୀ, ପ୍ରତିଦିନ ଶହ ଶହ କୁଇଣ୍ଟାଲ ଚୋରା କୋଇଲା ଖୁଣ୍ଟୁଣୀ ଅଞ୍ଚଳରୁ ବିଭିନ୍ନ ସ୍ଥାନକୁ ସ୍ଥାନାନ୍ତର କରାଯାଉଥିବା ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ବିଭିନ୍ନ ଆଳରେ କୋଇଲା ଟ୍ରକ୍ ଡ୍ରାଇଭରମାନଙ୍କୁ ପ୍ରଲୋଭନ ଦେଖାଇ କୋଇଲା ମାଫିଆମାନେ ଟ୍ରକ୍‌ରୁ କୋଇଲା ଖାଲି କରି ସ୍ଥାନୀୟ ଜଙ୍ଗଲ ମଧ୍ୟରେ ଗଚ୍ଛିତ ରଖି ବିକ୍ରି କରୁଥିଲେ। ସ୍ଥାନୀୟ ପୋଲିସ କି ପ୍ରଶାସନ ଏହାର ଟେର୍ ପାଉନଥିଲା। ବିଶେଷ ସୂତ୍ରରୁ ଖବର ପାଇ କଟକ ଜିଲ୍ଲା ଗ୍ରାମାଞ୍ଚଳ ଏସପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶରେ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇଥିଲା। ଏହି ଟିମ୍ ଦୀର୍ଘଦିନ ହେବ ଚୋରା କୋଇଲା ମାଫିଆଙ୍କ ଗତିବିଧି ଉପରେ ନଜର ରଖିଥିଲା। ଆଜି ଏହି ଡିପୋରେ ଚଢାଉ କରି ସ୍ଵତନ୍ତ୍ର ଟିମ୍ ୨ଟି ମିନିଟ୍ରକ୍ ଜବତ କରିବା ସହ ୧୪ ଜଣ ମାଫିଆଙ୍କୁ ଖୁଣ୍ଟୁଣୀ ଥାନାରେ ଅଟକ ରଖିଛି। ଏନେଇ ସେମାନଙ୍କୁ ପଚରାଉଚରା କରାଯାଉଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.