ପ୍ରମୂଖ ଖବର
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ

Published By : Harapriya Sethi | May 17, 2025 12:37 PM

ନୂଆପଡ଼ା,୧୭/୦୫: ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ । ଖବର ପାଇ ଚଢାଉ କଲା ଲଖନା ପୋଲିସ । ଏହି ଚଢାଉରେ ୧୫ ଜଣଙ୍କୁ ଗିରଫ କରିବା ସହ ୨୭ ହଜାର ୭୯୦ ଟଙ୍କା ଜବତ କରିଛି ପୋଲିସ । ନୂଆପଡ଼ା ଜିଲ୍ଲା କୁରୁମପୁରୀ ନିକଟ ଏକ ଜଙ୍ଗଲରେ ଏହି ରେଡ୍‌ କରାଯାଇଛି । 

ସୂଚନା ମୁତାବକ, ଶୁକ୍ରବାର ରାତିରେ କୁରୁମପୁରୀ ନିକଟ ଏକ ଜଙ୍ଗଲରେ ଜୁଆଖେଳ ଚାଲିଥିଲା । ଏନେଇ ଲଖନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲା । ଖବର ପାଇ ଲଖନା ଥାନା ଅଧିକାରୀ ଦୁର୍ଗା ମାଧବ ବାଘଙ୍କ ନେତୃତ୍ୱରେ ଏକ ଟିମ୍ ଜଙ୍ଗଲରେ ଚଢ଼ାଉ କରିଥିଲା । ସେଠାରେ ୧୫ ଜଣ ଜୁଆଡିଙ୍କୁ ଗିରଫ କରିବା ସହ ନଗଦ ୨୭ ହଜାର ୭୯୦ ଟଙ୍କା ଜବତ କରିଥିଲା । ସେମାନଙ୍କ ମଧ୍ୟରୁ ୧୨ ଜଣ ଜୁଆଡ଼ିଙ୍କୁ ଥାନାରୁ ନୋଟିସ ଦେଇ ଛାଡ଼ି ଦେଇଥିଲା । ଅନ୍ୟ ୩ ଜଣ ଜୁଆଡ଼ିଙ୍କ ନାଁରେ ପୂର୍ବରୁ ମାମଲା ରହିଥିବାରୁ କୋର୍ଟ ଚାଲାଣ କରାଯିବ । ଏନେଇ ଅଧିକ ତଦନ୍ତ ଚାଲିଥିବା ଲଖନା ଥାନା ଅଧିକାରୀ ଶ୍ରୀ ବାଘ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.