ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ବଦଳିଲା ଟ୍ରେନ୍ ଟିକେଟ୍ ବୁକିଂ ନିୟମ; ଏଣିକି ୪ ମାସ ନୁହେଁ ୨ ମାସ ପୂର୍ବରୁ କରିହେବ ଆଡଭାନ୍ସ ବୁକିଂ, ଜାଣନ୍ତୁ କେବେଠୁ ଲାଗୁ ହେବ ନିୟମ

ଭୁବନେଶ୍ୱର,୧୭/୧୦: ଟ୍ରେନ୍ ଟିକେଟ୍ ବୁକିଂରେ ଭାରତୀୟ ରେଳ କଲା ବଡ଼ ପରିବର୍ତ୍ତନ । ଏଣିକି ୧୨୦ ଦିନ ନୁହେଁ ୬୦ ଦିନ ପୂର୍ବରୁ କରିପାରିବେ ଆଡଭାନ୍ସ ବୁକିଂ। ୨ ମାସକୁ ସମୟ ସୀମା ହ୍ରାସ ନେଇ ରେଲୱେ ବୋର୍ଡ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ନୂଆ ନିୟମ ଆସନ୍ତା ନଭେମ୍ବର ୧ ତାରିଖରୁ ଲାଗୁ ହେବ ।

ଅକ୍ଟୋବର ୧୭ ତାରିଖରେ ରେଲୱେ ବୋର୍ଡ ପକ୍ଷରୁ ଲାଗୁ ହୋଇଥିବା ଏକ ଚିଠିରେ ଏନେଇ ସୂଚନା ଦିଆଯାଇଛି । ତାଜ୍‌ ଏକ୍ସପ୍ରେସ୍‌ ଏବଂ ଗୋମତି ଏକ୍ସପ୍ରେସ୍‌ ଭଳି କିଛି ଏକ୍ସପ୍ରେସ୍‌ରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏହା ସହ ବିଦେଶୀ ପର୍ଯ୍ୟଟକଙ୍କ ପାଇଁ ୩୬୫ ଦିନର ସୀମାରେ ମଧ୍ୟ କୌଣସି ପରିବର୍ତ୍ତନ କରାଯିବ ନାହିଁ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.