ପ୍ରମୂଖ ଖବର
  • ଘାରିଛି କରୋନା ଭୟ; ୪ ହଜାର ମୁହାଁ ସଂକ୍ରମଣ, ୨୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ସିଲିଙ୍ଗ ପ୍ଲେଟ ବୋଝେଇ ଟ୍ରେଲର୍, ବ୍ରହ୍ମପୁର ଠାରୁ ଭୁବନେଶ୍ୱର ଯାତାୟାତ ବାଧାପ୍ରାପ୍ତ
  • ||
  • ମାଲକାନଗିରି : ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
  • ||
  • ପ୍ରକାଶ ପାଇଲା JEE ଆଡଭାନ୍ସ ରେଜଲ୍ଟ, ଦିଲ୍ଲୀ ଜୋନ୍‌ର ରଜିତ୍ ଗୁପ୍ତା ଆଇଆଇଟି ଟପ୍ପର
  • ||
  • ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ଢେଙ୍କାନାଳର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦ ଦେହୁରୀ ନିଲମ୍ୱିତ
  • ||
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ଆସନ୍ତା ୨୪ଘଣ୍ଟାରେ ବର୍ଷା ; ବିଜୁଳି ଘଡ଼ ଘଡ଼ି ସହ ବର୍ଷା ସମ୍ଭାବନା

Published By : Gurupada Nath | May 31, 2025 5:34 PM

ଭୁବନେଶ୍ବର,୩୧/୫ : ଆସନ୍ତା ୨୪ଘଂଟାରେ ବର୍ଷା । ବିଜୁଳି ଘଡ଼ ଘଡ଼ି ସହ ବର୍ଷା ସମ୍ଭାବନା । ୭ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରୀ କଲା ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର । 

ଏହି ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟାହ୍ନ ଅବା ସନ୍ଧ୍ୟା ସମୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ସହ ଝଟକା ପବନ ଘଣ୍ଟା ପ୍ରତି ୪୦ରୁ ୫୦କିଲୋମିଟର ମଧ୍ୟ ହୋଇପାରେ । ସେହିପରି ମଧ୍ୟମ ଧରଣର ବର୍ଷା ନେଇ ୨୪ଜିଲ୍ଲାରେ ସତର୍କତା ଜାରୀ କରିଛି ପାଣିପାଗ ବିଭାଗ । ଏଭଳି ସ୍ଥିତି ଆସନ୍ତା ଜୁନ ୨ତାରିଖ ଯାଏଁ ହେବ । ଅନ୍ୟପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ରାଜ୍ୟରେ ଏବେ ମନସୁନ ବ୍ରେକ୍ ସ୍ଥିତି ଜାରି ରହିଛି । ବାୟୁମଣ୍ଡଳରେ ଯଥେଷ୍ଟ ଜଳୀୟ ବାଷ୍ପ ଥିବା ହେତୁ ଗରମ ଗୁଳୁଗୁଳି ସହ ବର୍ଷା ସ୍ଥିତି ମଧ୍ୟ ଉପୁଜିବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.