ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ଶ୍ରମିକଙ୍କ ମୃତ୍ୟୁକାଳୀନ ବୀମାରାଶି ହଡପ ଅଭିଯୋଗ, ରାୟଗଡା ଶ୍ରମ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା, ୨୮/୦୬ : ରାୟଗଡା ଜିଲ୍ଲା ଶ୍ରମ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ। ଭିଜିଲାନ୍ସ ବିଭାଗର ଇନ୍ସପେକ୍ଟର ତରୂଲତା ବେହେରାଙ୍କ ନେତୃତ୍ୱରେରେ ରାୟଗଡ଼ା ଜିଲ୍ଲା ଭିଜିଲାନ୍ସ ପକ୍ଷରୁ ୪ ଜଣିଆ ଦଳ ଏହି ଚଢାଉ କରିଛନ୍ତି। ଚଢାଉ ବେଳେ ବିଭାଗର ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ସବୁ ଭିଜିଲାନ୍ସ ଜବତ କରିଛି। କଡ଼ା ସୁରକ୍ଷା ଭିତରେ ଏହି ରେଡ୍ ଚାଲିଛି।

ଅନ୍ୟପକ୍ଷରେ ଶ୍ରମିକମାନଙ୍କ ମୃତ୍ୟୁକାଳୀନ ବୀମା ରାଶି ହଡପ ଅଭିଯୋଗ ଆଧାରରେ ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ, ଶ୍ରମ ଅଧିକାରଣୀ ଯସ୍ମୀନ ସୁଭଦର୍ଶନୀ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.