ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ଦେବଗଡ଼ରେ ପୁଣି ଲଜ୍ୟା, ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

Published By : prameya | April 6, 2025 10:51 AM

ରିଆମାଳ,୦୬/୦୪:ଦେବଗଡ଼ରେ ପୁଣି ଲଜ୍ୟା। ରିଆମାଳ ଥାନାଞ୍ଚଳରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ଏନେଇ ଘଟଣାର ତଦନ୍ତ କରୁଛି ପୋଲସ।

ସୂଚନା ମୁତାବକ, ଶିଶୁ କନ୍ୟା ଜଣଙ୍କ ସାଙ୍କମାନଙ୍କ ସହ ଖେଳୁଥିବା ସମୟରେ ଅଭିଯୁକ୍ତ ନାବାଳକ ମୋବାଇଲ ଦେଖାଇବା ଵାହାନା କରି ଘରକୁ ଡ଼ାକିନେଇ ଦୁଷ୍କର୍ମ କରିଥିଲା । ଦୁଷ୍କର୍ମ ପରେ ଶିଶୁ କନ୍ୟା ଶୋଚନୀୟ ଅବସ୍ଥାରେ ପଡ଼ି ରହିଥିବା ଦେଖି ଶିଶୁ କନ୍ୟାର ବାପା ଥାନାରେ ଲିଖିତ ଅଭିଯୋଗ କରିଥିଲେ । 

ଏହା ମଧ୍ୟ ପଢନ୍ତୁ- ପବିତ୍ର ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବାକୁ ଦେଇଛନ୍ତି ପରାମର୍ଶ

ଏନେଇ ରିଆମାଳ ଥାନା ପୋଲିସ ସଙ୍ଗେ ସଙ୍ଗେ ଅଭିଯୁକ୍ତ ୧୭ ବର୍ଷର ନାବାଳକକୁ ଗିରଫ କରିଥିବା ସୂଚନା ମିଳିଛି। ଏଥି ସହିତ ଶିଶୁ କନ୍ୟାଟିକୁ ଚିକିତ୍ସା ପାଇଁ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି। 

 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.