ପ୍ରମୂଖ ଖବର
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଶ୍ରାବଣ ସୋମବାରରେ ଗ୍ରହମାନଙ୍କର ଦୁର୍ଲ୍ଲଭ ସଂଯୋଗ; ଚମକିବ ଏହି ୫ ରାଶିଙ୍କ ଭାଗ୍ୟ...

Published By : Harapriya Sethi | July 14, 2025 6:50 AM

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଏହି ଦିନ ଗ୍ରହ-ନକ୍ଷତ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ହେଉଛି । ଅନେକ ଗ୍ରହ ଏକାଠି ହେବା ପରେ ଗଜକେସରୀ ରାଜଯୋଗ, ମାଲବ୍ୟ ରାଜଯୋଗ ସମେତ ଅନେକ ଶୁଭ ଯୋଗ ନିର୍ମାଣ ହେବ । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟଶାଳୀ ହେବେ । ଆଜି ସୂର୍ଯ୍ୟ ଓ ଗୁରୁ ଏକାଠି ହୋଇ ମିଥୁନ ରାଶିରେ ଗୁରୁ ଆଦିତ୍ୟ ରାଜଯୋଗ ସୃଷ୍ଟି ହେବ । ଏହାସହ ଚନ୍ଦ୍ରମାଙ୍କ ଉପରେ ଗୁରୁଙ୍କ ଦୃଷ୍ଟି ଗଜକେସରୀ ରାଜଯୋଗ ସୃଷ୍ଟି ହେଉଛି । ଶୁକ୍ରଙ୍କ ବୃଷ ରାଶିରେ ଅବସ୍ଥିତି ଯୋଗୁଁ ମାଲବ୍ୟ ରାଜଯୋଗ ହେବ । 

ବୃଷ- ଆଜିର ଶୁଭ ଦିନରେ ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଲୋକପ୍ରିୟତା ବୃଦ୍ଧି ହେବ । ନୂଆ ଚାକିରିି ଯୋଗ ରହିଛି । ଧନ ଲାଭ ହେବ । ବଡ ଉପଲବ୍ଧି ହାସଲ କରିବେ ।

ମିଥୁନ- କର୍ମକ୍ଷେତ୍ର ଓ ଜୀବନରେ ଅନେକ ସକରାତ୍ମକ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ବୈବାହିକ ଜୀବନ ସୁଖମୟ ହେବ । ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ଧନ ପ୍ରାପ୍ତି ହେବ ।

ତୁଳା- ଅଟକି ଥିବା କାମରେ ସଫଳତା ମିଳିବ । ନୂଆ କାମ ଆରମ୍ଭ କରିବେ । ବ୍ୟବସାୟରେ ଉନ୍ନତି ହେବ । ନୂଆ ଜିନିଷ କିଣିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଟଙ୍କା ନିବେଶ କରି ଭବିଷ୍ୟତରେ ଲାଭବାନ୍‌ ହେବେ ।

ବିଛା- ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ଚାକିରିରେ ଶୁଭ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହର ଯୋଗ ରହିଛି । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଧନୁ- ସକରାତ୍ମକ ଫଳ ମିଳିବ । ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ । ହଠାତ୍‌ ଧନ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.