ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ଶୃଙ୍ଖଳିତ ଘୋଷଯାତ୍ରା ପାଇଁ ପ୍ରଶାସନର ମକ୍‌ଡ୍ରିଲ୍‌

ପୁରୀ ୦୪/୦୭: ଆଉ ତିନି ଦିନ ପରେ ରଥଯାତ୍ରା । ଶ୍ରୀଗୁଣ୍ଡିଚାରୁ ନିଳାଦ୍ରୀ ବିଜେ ପର‌୍ୟ୍ୟନ୍ତ ପୁରୀରେ ଲାଗିବ ଭିଡ଼ । କଡ଼ା ନଜରରେ ରହିବ ପୁରୀ ସହର । ଏପରିକି ପୂରା ସହର ସୁରକ୍ଷା ବଳୟ ଭିତରେ ରହିବ। ତେଣୁ ରଥଯାତ୍ରା ଭିଡ଼କୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ସହ ବିଭିନ୍ନ ବିଭାଗ ସମନ୍ବୟ ରକ୍ଷା କରିବା ପାଇଁ ମକଡ୍ରିଲ୍ କରାଯାଇଛି।

ଆଜି ପୁରୀ ଟାଉନ ଥାନା ଅନ୍ତର୍ଗତ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍‌ରେ ମକଡ୍ରିଲ୍ କରାଯାଇଛି। ଶୃଙ୍ଖଳିତ ତଥା ସୁରକ୍ଷିତ ରଥଯାତ୍ରା ପାଇଁ କରାଯାଉଛି ମକଡ୍ରିଲ୍। ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ବୟ କିଭଳି ରହିବ ସେନେଇ ମକଡ୍ରିଲ। ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ, ମେଡିକାଲ, ପୋଲିସ, ପରିବହନ, ଆମ୍ବୁଲାନ୍ସ ଓ ଅନ୍ୟାନ୍ୟ ବିଭାଗ ମକଡ୍ରିଲ୍‌ରେ ସାମିଲ୍ ହୋଇଥିଲେ। ଏହି ମକଡ୍ରିଲ୍‌ରେ ମଧ୍ୟ ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.