ପ୍ରମୂଖ ଖବର
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଜନ୍ମବେଦି ଅଭିମୁଖେ ତିନି ଠାକୁର, ବଡଦାଣ୍ଡରେ ଗଡ଼ିଲା ରଥତ୍ରୟ

ପୁରୀ,୦୮/୦୭: ଜନ୍ମବେଦି ଅଭିମୁଖେ ତିନି ଠାକୁର। ଶରଧାବାଲିରେ ଗଡିଲା ତିନି ରଥ।  ଜଗନ୍ନାଥ  ଧ୍ୱନିରେ ଉଚ୍ଛୁଳି ଉଠୁଛି ବଡ଼ଦାଣ୍ଡ। ଗୁଣ୍ଡିଚାଯାତ୍ରାର ଦ୍ବିତୀୟ ଦିନରେ ପ୍ରଥମେ ମାକେର୍ଟ ଛକରୁ ଗଡ଼ିଲା ତାଳଧ୍ବଜ ରଥ। ପରେ ମରିଚିକୋଟ ଛକରେ ଅଟିକିଥିବା ଦର୍ପଦଳନ ରଥକୁ ଟାଣିଲେ ଲକ୍ଷାଧିକ। ସାରା ରାତି ବଡ଼ଦାଣ୍ଡରେ ଲୀଳା କରିବା ପରେ ଭକ୍ତ ସମୁଦ୍ରରେ ଗଡ଼ିଲା ନନ୍ଦିଘୋଷ । ରଥ ଚାଳନାର ଗୁରୁଗମ୍ଭୀର ଧ୍ୱନି ସାଙ୍ଗକୁ ଅଗଣିତ ଭକ୍ତଙ୍କ ହରିବୋଲ ଓ ହୁଳହୁଳିରେ କମ୍ପୁଲା ଖଣ୍ଡମଣ୍ଡଳ । ଭାଇ ଭଉଣୀଙ୍କୁ ସାଥୀରେ ନେଇ ଜନ୍ମବେଦି ଅଭିମୁଖେ ବାହାରିଲେ ମହାପ୍ରଭୁ ।

ସୂଚନା ମୁତାବିକ, ସକାଳେ ରଥାରୂଢ଼ ଦାରୁଦିଅଁଙ୍କୁ ମଙ୍ଗଳ ଆଳତି ଓ ଅବକାଶ ସରିବା ପରେ ରଥଟଣା ଆରମ୍ଭ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁ ତିନିରଥକୁ ଟାଣି ଟାଣି ନେଉ ଯାଉଛନ୍ତି।




News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.