ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବାଘ ଛାଲ ଚାଲାଣ ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ

ରାୟଗଡ଼ା, ୧୯/୦୯ : ବାଘ ଛାଲ ଚାଲାଣ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ। ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳର ଅଭିଯୁକ୍ତ ବିକ୍ରମ ମାଝୀ ଏବଂ ରାଜା ମାଝୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ଅଭିଯୁକ୍ତଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ ସହ କୋର୍ଟ ୧୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ରାଶି ଅନାଦେୟ ହେଲେ ଅତିରିକ୍ତ ୬ ମାସର ଜେଲ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ।

ସୂଚନାନୁଯାୟୀ, ଗତବର୍ଷ ନଭେମ୍ଵର ୭ ତାରିଖ ସନ୍ଧ୍ୟା ୬ଟାରେ ରାୟଗଡ଼ା-ବିଷମକଟକ ରୋଡ ତାମ୍ପରାବିଡୁନି ଛକ ନିକଟରେ ୨ ଅଭିଯୁକ୍ତ ଗ୍ରାହକଙ୍କୁ ଅପେକ୍ଷା କରିଥିବା ବେଳେ ଭୁବନେଶ୍ଵର ଏସଟିଏଫ୍ ଚଢାଉ କରିଥିଲା। ସେମାନଙ୍କ ନିକଟରୁ ୨ଟି ବାଘ ଛାଲ ଜବତ କରିବା ସହ ବିକ୍ରମ ମାଝୀ ଏବଂ ରାଜା ମାଝୀକୁ ଗିରଫ କରିଥିଲା। ତଦନ୍ତ ପରେ ଏସଟିଏଫ୍ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଥିଲା। ଏହା ସହ ଜବତ ହୋଇଥିବା ବାଘ ଛାଲର ବାୟୋକେମିକାଲ୍ ପରୀକ୍ଷା ପାଇଁ ଡେରାଡୁନ୍ ପଠାଯାଇଥିଲା। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.