ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ସରକାରୀ ବାବୁଙ୍କୁ କଡ଼ା ତାଗିଦ୍... 'ଲୋକଙ୍କ ଅଭିଯୋଗ ତୁରନ୍ତ ସମାଧାନ କର, ନହେଲେ କାର୍ଯ୍ୟାନୁଷ୍ଠାନ'

Published By : Rasmita Pradhan | February 6, 2025 11:58 AM

ଭୁବନେଶ୍ଵର, ୦୬/୦୨ : ସରକାରୀ ବାବୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ। ଲୋକଙ୍କ ଅଭିଯୋଗ ତୁରନ୍ତ ସମାଧାନ କର, ନହେଲେ କାର୍ଯ୍ୟାନୁଷ୍ଠାନ। ସିଏମ୍‌ଓ ପକ୍ଷରୁ ମୁଖ୍ୟ ଶାସନ ସଚିବ, ପୋଲିସ ଏବଂ ଜିଲ୍ଲାପାଳଙ୍କୁ ଜାରି ହେଲା ନର୍ଦ୍ଦେଶ। ଅଭିଯୋଗପତ୍ର ଗୁଡିକର ତ୍ଵରିତ ସମାଧାନ କରିବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। 

ଏହି ଖବରଟିକୁ ପଢନ୍ତୁ-ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଅବସରପ୍ରାପ୍ତ କର୍ମଚାରୀଙ୍କ ବିରୋଧରେ ପ୍ରୋସିଡିଂ ଚାଲିପାରିବ ନାହିଁ

ଦୀର୍ଘ ଦିନ ଧରି ବିଭିନ୍ନ ସ୍ତରରେ ତ୍ଵରିତ ପଦକ୍ଷେପ ନେବାରେ ବିଳମ୍ବ ହେଉଛି। ଯାହାଦ୍ଵାରା ଅଭିଯୋଗକାରୀ ସମାନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି। ତେଣୁ ଯେଉଁ ଅଧିକାରୀ କାର୍ଯ୍ୟରେ ଅବହେଳା କରୁଛନ୍ତି ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ସିଏମ୍‌ଓ ପକ୍ଷରୁ ସବୁ ବିଭାଗର ସଚିବ, ପୋଲିସ ଏବଂ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି। ତେବେ ସିଏମଓ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହେବା ପରେ ସରକାରୀ ଅଧିକାରୀମାନେ କେତେ ତତ୍ପରତା ଦେଖାଉଛନ୍ତି ଏବଂ ଲୋକଙ୍କ ସମସ୍ୟା କେତେ ସମାଧାନ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.