ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଭାରତୀୟ ସେନାର ସହାୟତା ପାଇଁ ଅନୁମତି ଲୋଡିଲେ ଅବସରପ୍ରାପ୍ତ ସେନା କର୍ମଚାରୀ

Published By : Suraj Kumar | May 9, 2025 10:52 PM

କଟକ,୯।୫ : ଅବସରପ୍ରାପ୍ତ ସେନା କର୍ମଚାରୀ ଓ ଅଧିକାରୀ ମାନେ ଭାରତୀୟ ସେନାର ସହାୟତା ପାଇଁ ଅନୁମତି ଲୋଡିଛନ୍ତି। ଏଥିସହ କଟକ ବାଦାମବାଡ଼ିରେ ଅବସରପ୍ରାପ୍ତ ସେନା କର୍ମଚାରୀମାନେ ପାକିସ୍ତାନର ଆକ୍ରମଣକୁ ନିନ୍ଦା କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏବେ ଯେହେତୁ ସୀମାନ୍ତ ଅଞ୍ଚଳରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି, ତେଣୁ ସେମାନେ ସେନାକୁ ସାଧ୍ୟମତେ ସହାୟତା ପାଇଁ ରାଷ୍ଟ୍ରପତିଙ୍କ ଅନୁମତି ଲୋଡିଛନ୍ତି।ଏ ନେଇ କଳିଙ୍ଗ ଭୂତପୂର୍ବ ସୈନିକ ସଂଘ ପକ୍ଷରୁ ରାଷ୍ଟ୍ରପତି ଉଦ୍ଦେଶ୍ୟରେ ଏକ ନିବେଦନ ପତ୍ର ପ୍ରଦାନ କରାଯାଇଛି। ସେନାକୁ ଯେକୌଣସି ପ୍ରକାର ସହାୟତା ଦରକାର ହେବ, ସେମାନେ ତାହା ଯୋଗାଇ ଦେବାକୁ ପ୍ରସ୍ତୁତ ବୋଲି ଅବସରପ୍ରାପ୍ତ ସେନା କର୍ମଚାରୀ ମାନେ କହିଛନ୍ତି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.