ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

୫୦୦ କୋଟି ମୋବାଇଲ ଆପ୍‌ ସ୍କାମରେ ଫସିଲେ ରିୟା ଚକ୍ରବର୍ତ୍ତୀ, ଏଲଭିଶ-ଭାରତୀଙ୍କୁ ବି ସମନ

ନୂଆଦିଲ୍ଲୀ ୦୬/୧୦: ହାଇବକ୍ସ ମୋବାଇଲ୍ ଆପ୍ ସହ ଜଡିତ ଏକ ସ୍କାମ ମାମଲାରେ ଦିଲ୍ଲୀ ପୋଲିସ ରିୟା ଚକ୍ରବର୍ତ୍ତୀ, ହାସ୍ୟ ଅଭିନେତା ଭାରତୀ ସିଂ ଏବଂ ୟୁଟ୍ୟୁବର୍ ଏଲଭିଶ ଯାଦବଙ୍କୁ ପଚରାଉଚରା କରୁଛି। ଏହି ମାମଲାରେ ଆହୁରି ଅନେକ ୟୁଟ୍ୟୁବର୍ ଏବଂ ସୋସିଆଲ୍ ମିଡିଆ ଇନଫ୍ଲୁଏନସର୍ସଙ୍କୁ ସମନ ପଠାଯାଇଛି। ଅଭିଯୋଗ ହୋଇଛି ଯେ ଏହି ଲୋକମାନେ ହଜାର ହଜାର ଲୋକଙ୍କୁ ସୁଧ ଫେରସ୍ତ ପ୍ରତିଶ୍ରୁତି ଦେଇ ଧୋକା କରିଛନ୍ତି।

ମୋବାଇଲ୍ ଆପ୍ ର ଏହି ସ୍କାମରେ ୫୦୦ କୋଟି ଟଙ୍କା ସ୍କାମର ଅଭିଯୋଗ ହୋଇଛି। ଦିଲ୍ଲୀ ପୋଲିସ ୫୦୦ ରୁ ଅଧିକ ଅଭିଯୋଗ ମିଳିଥିଲା ଯେ ସେମାନେ ସେମାନଙ୍କର ପ୍ରିୟ ସୋସିଆଲ ମିଡିଆ ଇନଫ୍ଲୁଏନସର୍ସ ଏବଂ ୟୁଟ୍ୟୁବର୍ସଙ୍କ ପ୍ରମୋସନାଲ ଭିଡିଓ ଦେଖିବା ପରେ ଏହି ଆପରେ ବିନିଯୋଗ କରିଛନ୍ତି। ୩୦ ହଜାର ଲୋକଙ୍କୁ ଠକିବା ଅଭିଯୋଗରେ ତାଙ୍କ ବିରୋଧରେ ଏକ ଅଭିଯୋଗ ମଧ୍ୟ ଦାଖଲ କରାଯାଇଛି।

ରିୟା ଚକ୍ରବର୍ତ୍ତୀ, ହାସ୍ୟ ଅଭିନେତା ଭାରତୀ ସିଂ ଏବଂ ୟୁଟ୍ୟୁବର୍ ଏଲଭିଶ ଯାଦବଙ୍କ ବ୍ୟତୀତ ସୌରଭ ଯୋଶୀ, ହର୍ଷ ଲିମ୍ବାଚିୟା, ଅଭିଷେକ ମଲହାନ, ଦିଲରାଜ ସିଂ ରାୱତ, ପୁରଭ ଝା, ଲକ୍ଷ୍ମୀ ଚୌଧୁରୀ, ଆଦର୍ଶ ସିଂ ଏବଂ ଅମିତଙ୍କ ପରି ୟୁଟ୍ୟୁବର୍ସଙ୍କ ବିରୋଧରେ ଅଭିଯୋଗ ଦାଖଲ ହୋଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.