ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

କୁଲାଙ୍ଗି-କାଳିଆଗୁଡା ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ; ୨ ମୃତ

Published By : prameya | May 13, 2025 12:11 PM

ଭଞ୍ଜନଗର,୧୩/୦୫: ଗାଙ୍ଗପୁର ଥାନା କୁଲାଙ୍ଗି-କାଳିଆଗୁଡା ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ । ଫଳରେ  ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ  ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେହିପରି ଅନ୍ୟ ୫ ଜଣ ସାମାନ୍ୟ ଆହତ ହୋଇଛନ୍ତି।ଦୁର୍ଘଟଣା ପରେ ତୁରନ୍ତ ସମସ୍ତ ଆହତଙ୍କୁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ମୃତକ ଦୁଇ ଜଣ ହେଲେ ସୋରଡା ବାଘଲିଙ୍ଗି ଗ୍ରାମର ଚନ୍ଦ୍ରମା ଗୈାଡ ଓ  ବାଦଲ ଗୈାଡ ବୋଲି ଜଣାପଡ଼ିଛି।

  ସୋରଡ଼ା ବୋରସିଙ୍ଗ୍ ନିକଟ ବାଘଲିଙ୍ଗି ଗ୍ରାମରୁ ଏମାନେ ଗାଙ୍ଗପୁର ଥାନା ଅନ୍ତର୍ଗତ ବଡବୋରସିଙ୍ଗି ଗ୍ରାମକୁ ଏକ ଭୋଜିରେ ଯୋଗ ଦେବାକୁ ଆସୁଥିଲେ।  ସେହି ସମୟରେ ଦିନ ୧୦ ଟାରେ ସେମାନେ ଦୁର୍ଘଟଣାର ଶିକାର ହୋଇଥିଲେ। ଏହାପରେ ସ୍ଥାନୀୟ ଲୋକେ  ତୁରନ୍ତ ଗୁରୁତର ଆହତମାନଙ୍କୁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରୁ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.