ପାଣିକୋଇଲି,୧୫/୦୭: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଗୋଳେଇପୁର ଗ୍ରାମର ଜଣେ ଯୁବକଙ୍କ ଦୁର୍ଘଟଣାରେ ମୃତ୍ୟୁ। ମୃତକ ଜଣକ ୩୪ ବର୍ଷୀୟ ବାସୁଦେବ ପାତ୍ର ବୋଲି ଜଣାପଡ଼ିଛି। ତେବେ ବାସୁଦେବ କୌଣସି କାମରେ ବାଇକ୍ ନେଇ ପାଣିକୋଇଲି ଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥର ପୁରୁଣା ଟୋଲ ଗେଟ ନିକଟରେ କୁକୁରଟି ଚକା ତଳେ ପଶିଯାଇଥିଲା । ଫଳରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ ବାସୁଦେବ । ତାଙ୍କୁ ପରିବାର ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏହି ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

‘ମୁଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼ରେ ନାହିଁ’: ଉମ...