ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଗୁଡିଆପୋଖରୀରେ ସଡ଼କ ଦୁର୍ଘଟଣା, ୨ ମୃତ

Published By : Ankita S | March 26, 2025 12:17 PM

ପୁରୀ,୨୬/୦୩: ପୁରୀ ଜିଲ୍ଲା ଗୁଡିଆପୋଖରୀରେ ସଡ଼କ ଦୁର୍ଘଟଣା ହୋଇଛି । ଅନ୍ନପୂର୍ଣ୍ଣା ନାମକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁଇ ଜଣଙ୍କୁ ଧକ୍କା ଦେଲା ବସ୍ । ଯେଉଁଥିରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୨ ବର୍ଷର ଶିଶୁ ରହିଛନ୍ତି । ବସକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି କୌଶଲ୍ୟା ଫାଣ୍ଡି ।

ଗୁଡିଆପୋଖରୀ ନିକଟରେ ଅନ୍ନପୂର୍ଣ୍ଣା ବସ୍ ନମ୍ବର OR02 br 9029 ଦୁଇ ଜଣଙ୍କୁ ଧକ୍କା ଦେଇଥିଲା । ଖୋର୍ଦ୍ଧା ଜିଲ୍ଲାର ଝିଲି ପ୍ରଧାନ (୩୫) ଓ ଶ୍ରିୟାଶୁଂ ପ୍ରଧାନ (୨) ନାମକ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାର ଖବର ପାଇ କୌଶଲ୍ୟା ଫାଣ୍ଡି ଘଟଣାସ୍ଥଳରେ ପହଞ୍ଚିଥିଲା । ମୃତଦେହ ଉଦ୍ଧାର କରି ଚିକିତ୍ସା ପାଇଁ ଭୁବନେଶ୍ୱର ପଠାଇଥିଲା । ସେଠାରେ ପହଞ୍ଚିବା ପରେ ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।  କୁହାଯାଉଛି କି ବସ୍ ଟି ନୟନ୍ତ୍ରଣ ହରାଇ ଦୁଇଜଣଙ୍କୁ ଧକ୍କା ଦେଇଥିଲା । ବସର ସାମ୍ନା ପଟ କାଚ ଭାଙ୍ଗିରୁଜି ଯାଇଛି ।

ଅଧିକ ପଢନ୍ତୁ...ସ୍ୱାସ୍ଥ୍ୟସେବା ପାଉନାହାନ୍ତି ମହିଳା, ୪୦% ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ବିଶେଷଜ୍ଞ ପଦବି ଖାଲି

ରାଜ୍ୟରେ ଦିନକୁ ଦିନ ସଡକ ଦୁର୍ଘଟଣା ବଢିବାରେ  ଲାଗିଛି । ପ୍ରତିିଦିନ କିଛି ନା କିଛି ଦୁର୍ଘଟଣାର ଖବର ଆସୁଛି । ଗତକାଲି (ମଙ୍ଗଳବାର) ଢେଙ୍କାନାଳ କାମାକ୍ଷାନଗର ରେକୁଳାରେ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ୍ୟୁ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.