ପ୍ରମୂଖ ଖବର
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ପଟ୍ଟା ଅଛି, ଜମି ଚିହ୍ନଟ ଦାବିରେ ରାସ୍ତାରୋକ

Published By : Suraj Ku Rath | May 17, 2025 5:50 PM

ବିଜେପୁର,୧୭।୫ : ପଟ୍ଟା ଦେଇଛନ୍ତି କିନ୍ତୁ ଜାଗା ଚିହ୍ନଟ କରୁନାହାନ୍ତି ଏହାର ପ୍ରତିବାଦରେ ବିଜେପୁର-ବରଗଡ ରାସ୍ତା ଅବରୋଧ କରିଛନ୍ତି ମେହେନ୍ତର ପଡାର ଭୂମିହୀନ ପରିବାର ଲୋକେ । ତହସିଲଦାର ଓ ପୁଲିସ ପହଞ୍ଚି ଆନ୍ଦୋଳନ କାରୀଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

୧୯୯୯ରୁ ତାଙ୍କୁ ଜମି ମିଳିଥିଲା, କିନ୍ତୁ ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇ ନ ଥିବାରୁ ଦଖଲ କରି ପାରୁନାହାନ୍ତି l ତେବେ ଏନେଇ ସ୍ଥାନୀୟ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲ୍ଲାପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଯାଏଁ ଅଭିଯୋଗ କରିଥିଲେ ହେଁ ନ୍ୟାୟ ନମିଳିବାରୁ ଶନିବାର ରାସ୍ତାରୋକ କରିଥିଲେ l ତେବେ କିଛି ତହସିଲଦାର ଓ ପୁଲିସ ପହଞ୍ଚି ଆନ୍ଦୋଳନ କାରିଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.