ପ୍ରମୂଖ ଖବର
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଦିନ ଦ୍ୱିପ୍ରହରରେ ଲୁଟ୍‌, ୨୦ଭରି ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭୋଗରାଇ,୧୬/୧୦: ଦିନ ଦ୍ୱିପ୍ରହରରେ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ୨୦ଭରି ୬୦୦ ମିଲି ଗ୍ରାମ ଓଜନର ସୁନା ଅଳଙ୍କାର ସହ ୩ଲକ୍ଷ ୫୦ହଜାର ଟଙ୍କା ଲୁଟ୍‌ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବାଡ଼ସରିସା ଗ୍ରାମରେ ଅରୁଣ କୁମାର ପତିଙ୍କ ଘରୁ ଏହି ଲୁଟ୍‌ ହୋଇଛି । 

ସୂଚନା ମୁତାବକ, ବାଡ଼ସରିସା ଗ୍ରାମରେ ଅରୁଣ କୁମାର ପତି ଏବଂ ତାଙ୍କ ପରିବାରର ସମସ୍ତ ସଦସ୍ୟ ମାନେ କୌଣସି ଏକ କାର୍ଯ୍ୟରେ ବାହାରକୁ ଯାଇଥିଲେ । ଘରର ମାଲିକ ଅରୁଣ ଫେରିଲା ବେଳକୁ ଘରର ସମସ୍ତ ତାଲା ଭଙ୍ଗା ଯିବା ସହିତ ଆଲମାରୀ ମଧ୍ୟ ଭଙ୍ଗା ହୋଇପଡିଥିବାର ଦେଖିବାକୁ ପାଇଥିଲେ । ଆଲମାରୀ ଭିତରେ ଥିବା ନଗଦ ୩ଲକ୍ଷ ୫୦ହଜାର ଟଙ୍କା ସହ ୨୦ଭରି ୬୦୦ ମିଲି ଗ୍ରାମ ଓଜନର ସୁନା ଅଳଙ୍କାର ଲୁଟ ହୋଇଥିଲା । ଲୁଟ୍‌ ହୋଇଥିବା ଜାଣିପାରି ତୁରନ୍ତ ତାଳସାରୀ ସାମୁଦ୍ରିକ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଘଟଣାସ୍ଥଳରେ ଉପସ୍ଥିତ ରହି ତଦନ୍ତ କରୁଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.