ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ବ୍ୟାଖାନ କେନ୍ଦ୍ର ପରିଦର୍ଶନ କଲେ ଜୟଶଙ୍କର

Published By : Rasmita Pradhan | January 7, 2025 10:52 AM

କୋଣାର୍କ, ୦୭/୦୧ : କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ବ୍ୟାଖାନ କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ପତ୍ନୀଙ୍କ ସହିତ କଡ଼ା ସୁରକ୍ଷା ବଳୟ ଭିତରେ ସେ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ କରିଛନ୍ତି। ସୋମବାର ଇକୋ ରିଟ୍ରିଟରେ ରାତ୍ରୀଯାପନ କରିଥିଲେ। ମଙ୍ଗଳବାର ପୂର୍ବାହ୍ନରେ ଏଠାରେ ପହଞ୍ଚିବା ପରେ ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ରରେ ସ୍ଵାଗତ କରାଯାଇଥିଲା। ପରେ ସୂର୍ଯ୍ୟମନ୍ଦିର ଭିତରକୁ ଯାଇଥିଲେ। ସୂର୍ଯ୍ୟମନ୍ଦିରର ବିଭିନ୍ନ ସୂକ୍ଷ୍ମ କାରୁକାର୍ଯ୍ୟ ଗୁଡିକୁ ଟିକିନିକ ଭାବେ ବୁଲି ଦେଖୁଥିଲେ। 

ଏଏସଆଇ ସର୍କଲ ସୁପରିଟେଣ୍ଡେଣ୍ଟ୍ ଦିବିସ୍ମିତା ବ୍ରଜସୁନ୍ଦର ଗଡ଼ନାୟକ ସୂର୍ଯ୍ୟମନ୍ଦିରର ଐତିହାସିକ ତଥ୍ୟ ବୁଝାଇ ଦେଖାଇଥିଲେ। ଏହି ଗସ୍ତ ସମୟରେ ପର୍ଯ୍ୟଟନ ଯୁଗ୍ମ ସଚିବ ସରୋଜ ସ୍ବାଇଁ, ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, ନିମାପଡା ଏସଡିପିଓ ପ୍ରଭାତ କୁମାର ମଲ୍ଲିକ, କୋଣାର୍କ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଛବିରାଣୀ ସାହୁ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ କୋଣାର୍କ ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ସେଠୀ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.