ପ୍ରମୂଖ ଖବର
  • ୭ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ରାଜ୍ୟରେ ଖୋଲିବ ଆଉ ୭ ନର୍ସିଂ କଲେଜ
  • ||
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ବାଲୁକା କଳାରେ ଜାତୀୟ ପତାକାକୁ ସମ୍ମାନ; ସୂର୍ଯ୍ୟ ମନ୍ଦିରରେ ଶହେ ଫୁଟ୍‌ର ତ୍ରିରଙ୍ଗା ଆଙ୍କିଲେ ବାଲୁକା ଶିଳ୍ପୀ

Published By : Harapriya Sethi | August 13, 2025 1:49 PM

କୋଣାର୍କ,୧୩/୦୮: ଦିନକ ପରେ ସ୍ୱାଧୀନତା ଦିବସ । ଏହି ଅବସରରେ ବାଲୁକା ଶିଳ୍ପୀ ସରିତା ଗୋଚ୍ଛାୟତ କୋଣାର୍କ ସୂର୍ଯ୍ୟ ମନ୍ଦିର ସମ୍ମୁଖରେ ଏକ ଶହ ଫୁଟର ବିରାଟ ଭାରତ ମାନଚିତ୍ରରେ ତ୍ରିରଙ୍ଗା ଆଙ୍କିଛନ୍ତି । ଯାହା ବେଶ୍‌ ଆକର୍ଷଣୀୟ ହୋଇଛି । ତାଙ୍କ ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ।

ଏହି ସୁନ୍ଦର କଳାକୃତି ସମସ୍ତଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିଛି । ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକମାନେ ଏହି ଚିତ୍ର ଦେଖି କିଛି ସମୟ ପାଇଁ ଅଟକି ଯାଉଛନ୍ତି । ପର୍ଯ୍ୟଟକମାନେ ମୋବାଇଲରେ ଏହାର ଫଟୋ ଉଠାଉଥିବା ଏବଂ ସେଲଫି ନେଉଥିବା ଦେଖିବାକୁ ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.