ପ୍ରମୂଖ ଖବର
  • ଭୁବନେଶ୍ବର : ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ
  • ||
  • ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
  • ||
  • ଭୁବନେଶ୍ଵର : ଦୂର ହେଲା ମାତୃତ୍ୱ ଛୁଟି ଦ୍ଵନ୍ଦ୍ଵ, ପ୍ରସବ ତାରିଖର ୩ ମାସ ପୂର୍ବରୁ କିମ୍ଵା ପ୍ରସବର ୬ ମାସ ମଧ୍ୟରେ ମିଳିବ ୧୮୦ ଦିନର ଛୁଟି
  • ||
  • କଟକ : ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ; ୨ ଗୁରୁତର
  • ||
  • ଭୟଙ୍କର ବିସ୍ଫୋରଣରେ ଥରିଲା ପାକିସ୍ତାନ; ୪ ଶିଶୁ ମୃତ, ୩୮ ଆହତ
  • ||
  • ସୁନ୍ଦରଗଡ଼ : କଲେଜ୍ ବ୍ରିଜ୍‌କୁ ଦୁର୍ବଳ ଘୋଷଣା ପରେବି ଅବାଧରେ ଯାତାୟାତ କରୁଛି ଭାରୀ ଯାନ, କାର୍ଯ୍ୟାନୁଷ୍ଠାନ ନନେଲେ ଭୁଶୁଡ଼ିବ ପୋଲ
  • ||
  • ସୁନ୍ଦରଗଡ଼ : କୋଏଲ ନଦୀରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଝାରସୁଗୁଡା : ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି
  • ||
  • ଜୁନ୍‌ ୨୩ରେ ପଞ୍ଚାୟତ ଉପନିର୍ବାଚନ; ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଭୋଟ୍‌, ୨୪ରେ ଫଳାଫଳ
  • ||
  • International Tea Day: ଦିନ ଆରମ୍ଭ ହୁଏ ସଞ୍ଜ ବି ସରେ ତାରି ପାଖରେ, କର୍ମକ୍ଲାନ୍ତ ଜୀବନରେ ସେ ତାଜାପଣ ଆଣେ...
  • ||
  • କନ୍ଧମାଳ : ତହସିଲ ଅଫିସରେ ଲାଞ୍ଚ ନେଉଥିଲେ କିରାଣୀ, ଭିଡିଓ ଭାଇରାଲ...
  • ||
  • ଭୁବନେଶ୍ଵର : ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି, ୫ ଦିନରେ କେରଳ ଛୁଇଁପାରେ ମୌସୁମୀ
  • ||
  • ମୟୂରଭଞ୍ଜ : ଚୋରି ବଳଦ ସହ ଗାଡ଼ି ଜବତ, ଡ୍ରାଇଭର ଏବଂ ସହଯୋଗୀ ଫେରାର
  • ||
  • ବଲାଙ୍ଗୀର : ମୋବାଇଲ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ
  • ||

କେସିଙ୍ଗା ବ୍ଲକର ୫ ଗୋଟି ପଞ୍ଚାୟତରେ ଖାଲିପଡ଼ିଛି ସରପଞ୍ଚ ପଦବୀ…

Published By : Prameya | May 21, 2025 6:53 PM

କେସିଙ୍ଗା୨୧/୫: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକରେ୨୬ ଗୋଟି ପଞ୍ଚାୟତ ରହିଛି। ସେଥି ମଧ୍ୟରୁ ୫ ଗୋଟି ପଞ୍ଚାୟତରେ ସରପଞ୍ଚ ପଦବୀ ଖାଲି ପଡ଼ିଛି। କଶୃପଡା, ଫଟକାମାଲ, ବାଲସି, ଗାଈଗାଁ ଏବଂ ଉତ୍କେଲା ପଞ୍ଚାୟତର ନିର୍ବାଚିତ ସରପଞ୍ଚ ଅନାସ୍ଥା ପ୍ରସ୍ତାବରେ ପଦବୀ ହରାଇଥିବା ଯୋଗୁଁ ତାହା ସବୁ ଖାଲି ପଡ଼ିଛି। ଉପରୋକ୍ତ ପଞ୍ଚାୟତ ମାନଙ୍କରେ ସରପଞ୍ଚ ପଦବୀ ଖାଲି ପଡିଥିବା ଯୋଗୁଁ ନାଏବ ସରପଞ୍ଚ ମାନଙ୍କୁ ସରପଞ୍ଚ ପଦବୀ କ୍ଷମତା ଦିଆଯାଇଛି। ତେବେ ସ୍ଥାୟୀ ସରପଞ୍ଚ ପଦବୀ ଖାଲି ପଡିଥିବା ଯୋଗୁଁ ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡ଼ିକ ସୂଚାରୁରୂପେ ସମ୍ପାଦନ ହୋଇପାରୁନଥିବା ଅଭିଯୋଗ ହେଉଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.