ପ୍ରମୂଖ ଖବର
  • ଗଞ୍ଜାମ ଜିଲ୍ଲାର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ; ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ, ୧୮ ଗିରଫ
  • ||
  • ହବିଷ୍ୟାଳିଙ୍କୁ ମିଳିବ ସୁରକ୍ଷା, ମାର୍ଗଶୀର ମାସରୁ ଶୃଙ୍ଖଳିତ ଦର୍ଶନ କରିବେ ଭକ୍ତ
  • ||
  • ଆଠମଲ୍ଲିକରେ ଆଖି ବୁଜିଲା ଆଉ ଏକ ହାତୀ, ୫ ଦିନରେ ୨ ହାତୀଙ୍କ ମୃତ୍ୟୁ
  • ||
  • ରାଜଧାନୀର ୭ ପୂଜା ମଣ୍ଡପକୁ ରାବଣ ପୋଡ଼ି ଲାଗି ଅନୁମତି, ପ୍ରଶାସନର ନିୟମ ମାନିବାକୁ ନିର୍ଦ୍ଦେଶ
  • ||
  • ନୟାଗଡ଼ : ଥାନାରୁ ଅଭିଯୁକ୍ତ ଫେରାର, ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ
  • ||
  • ଚନ୍ଦ୍ରଭାଗା ସମୁଦ୍ରରେ ବୁଡି ଯୁବକ ମୃତ, ଅପମୃତ୍ୟୁ ମାମଲା ରୁଜୁ
  • ||
  • ପାଟଣା ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ, ଲୋକେ ଆତଙ୍କିତ
  • ||
  • ଆଜି ମା’ଙ୍କ ବିଜୟାଦଶମୀ, ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ଭକ୍ତଙ୍କ ଭିଡ଼
  • ||
  • ଆସ୍କା : ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ
  • ||

ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସାର୍ଥକ ଷଡ଼ଙ୍ଗୀ, ନକ୍ସଲ ଦମନ ଓ ଅପରାଧ ନିୟନ୍ତ୍ରଣ କରିବା ଉପରେ ଗୁରୁତ୍ବ

ବ୍ରହ୍ମପୁର,୧/୧୦ : ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ଆଜି ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ସାର୍ଥକ ଷଡ଼ଙ୍ଗୀ । ନକ୍ସଲ ଦମନ ଓ ଅପରାଧ ନିୟନ୍ତ୍ରଣ ପାଇଁ ରହିବ ଚ୍ୟାଲେଞ୍ଜ । ବୌଦ୍ଧ - କନ୍ଧମାଳ - କଳାହାଣ୍ଡି ସୀମାନ୍ତରେ ନକ୍ସଲ କାର୍ଯ୍ୟକଳାପ ସକ୍ରିୟ ରହିଛି । ନକ୍ସଲ ସଂଗଠନରେ ନୂଆ ସଦସ୍ୟ ଆସୁଛନ୍ତି ।  କଡା ନଜର ରଖିଛୁ । ନକ୍ସଲ ଦମନ ପାଇଁ ସମସ୍ତ ପ୍ରକାର ଚେଷ୍ଟା ଅବ୍ୟାହତ ରହିବ । ଦକ୍ଷିଣାଞ୍ଚଳ ରେଞ୍ଜ ଏସପିମାନଙ୍କ ସହ ବୈଠକ କରି ନକ୍ସଲ ଓ ଅପରାଧ ନିୟନ୍ତ୍ରଣ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯିବ । 

ଡିଆଇଜି ଭାବେ ଗୁରୁ ଦାୟିତ୍ୱ ମିଳିଛି, ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରିବି ବୋଲି ଦାୟିତ୍ୱ ଗ୍ରହଣ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି ଡାକ୍ତର ସାର୍ଥକ ଷଡ଼ଙ୍ଗୀ । ପୂର୍ବରୁ ବ୍ରହ୍ମପୁର ଏସପି ଭାବେ ଦାୟିତ୍ୱ ନିର୍ବାହ କରିଥିବାବେଳେ ଏବେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ବହୁତ ଖୁସି ଲାଗୁଛି ବୋଲି କହିଛନ୍ତି ଡିଆଇଜି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.