ପ୍ରମୂଖ ଖବର
  • ପୃଥ୍ବୀରାଜ ହରିଚନ୍ଦନଙ୍କୁ ଆଇନ୍‌, ପୂର୍ତ୍ତ ଓ ଅବକାରୀ ବିଭାଗ
  • ||
  • ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ବିଭାଗ
  • ||
  • ନିତ୍ୟାନନ୍ଦ ଗଣ୍ଡଙ୍କୁ ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତିକରଣ
  • ||
  • ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
  • ||
  • ସୁରେଶ ପୂଜାରୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ
  • ||
  • ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ
  • ||
  • ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି
  • ||
  • ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ
  • ||
  • ମାଲକାନଗିରି ସୀମାନ୍ତରେ ବଡ ଧରଣର ଅପରେସନ୍, ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୮ ମାଓବାଦୀ ନିହତ
  • ||
  • କଇଁଛ ଚୋରା ଚାଲାଣ ବେଳେ ଚାରି ଜଣକୁ ଧରିଲା ଝରିଗାଁ ବନ ବିଭାଗ।
  • ||
  • ଚିଲିକାରେ ପୁଣି ଫସିଲା ଡଙ୍ଗା, ୧୦ ବାଇକ୍ ସହ ୨୦ରୁ ଅଧିକ ଯାତ୍ରୀ ଥିବା ସୂଚନା
  • ||
  • ରାମମନ୍ଦିରକୁ ବୋମାରେ ଉଡ଼ାଇଦେବାକୁ ଜୈସ୍‌-ଇ-ମହମ୍ମଦ ଧମକ, ଅଯୋଧ୍ୟାରେ ହାଇଆଲର୍ଟ
  • ||
  • କୁଏତରୁ ଓଡ଼ିଶା ଫେରିଲା ୨ଯୁବକଙ୍କ ମୃତଦେହ, ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଖୋର୍ଦ୍ଧା: ଭାରସାମ୍ୟ ହରାଇ ଓଲଟିଲା ବସ୍, ୪ ଆହତ
  • ||
  • ନିଧି ଫାଇନାନ୍ସ ଠକେଇ ମାମଲା: ତୁଷାର ଭଞ୍ଜଙ୍କ ସରିଲା ରିମାଣ୍ଡ, ଇଓଡବ୍ଲ୍ୟୁ ନିରାଶ
  • ||
  • ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ: ପିଠା ପଣାରେ ମହକୁଛି ଗାଁଠୁ ସହର, ସବୁଠି ଉତ୍ସବ ମୁଖର
  • ||
  • ଓଡ଼ିଶାରେ ଆଗେଇବ ମୌସୁମୀ: ୧୭ରୁ ପ୍ରବଳ ବର୍ଷା ଆଶଙ୍କା, ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ହେମନ୍ତ ସୋରେନଙ୍କୁ ଝଟକା, ଅନ୍ତରୀଣ ଜାମିନ ଦେଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨/୫: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଶକ୍ତ ଝଟକା । ଲୋକସଭା ନିର୍ବାଚନକୁ ନେଇ ସୋରେନଙ୍କୁ ଅନ୍ତରୀଣ ଜାମିନ ଦେବା ଲାଗି ମନା କଲେ କୋର୍ଟ । ଜମି ଘୋଟାଲା ମାମଲାରେ ଜେଲରେ ବନ୍ଦୀ ରହିଛନ୍ତି ସୋରେନ । ତେବେ ସୁପ୍ରିମକୋର୍ଟ କହିଛନ୍ତି ଯେ, ନିମ୍ନ କୋର୍ଟ ଏହି ମାମଲାରେ ସଂଜ୍ଞା ନେଇସାରିଛନ୍ତି । ବେଲ୍ ପିଟିସନକୁ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି । ତେଣୁ ଏଥିରେ ଗିରଫର ଚ୍ୟାଲେଞ୍ଜ ଉପରେ ଶୁଣାଣିର ଆଧାର ହୋଇପାରିବ ନାହିଁ । ଏହି ମାମଲାକୁ ନେଇ ମଙ୍ଗଳବାର ଦିନ ମଧ୍ୟ କୋର୍ଟରେ ଯୁକ୍ତି ହୋଇଥିଲା । 

ହେମନ୍ତ ସୋରେନଙ୍କ ପକ୍ଷରୁ ବରିଷ୍ଠ ଅଧିବକ୍ତା କପିଲ ସିବଲ କୋର୍ଟରେ ଶୁଣାଣି ସମୟରେ କହିଛନ୍ତି ଯେ, ଏହା ୮.୮୬ ଏକର ଜମିର ମାମଲା ଅଟେ ଏବଂ ଏଥିରେ ହେମନ୍ତ ସୋରେନଙ୍କର କିଛି ସଂପର୍କ ନାହିଁ । ସମସ୍ତ ରେକର୍ଡ ସଠିକ ଅଛି ଏବଂ ଏଥିରେ କୌଣସି ବିବାଦ ହେବ ନାହିଁ । ସେହିପରି ଅନ୍ୟପଟେ ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ ଏସବି ରାଜୁ କହିଛନ୍ତି ଯେ, ଏପରି କହିବା ଭୁଲ ଅଟେ ଯେ, ଏହା କୌଣସି ବିବାଦୀୟ ନୁହେଁ ।ପ୍ରକାଶ ଥାଉକି, ଝାଡଖଣ୍ଡରେ ୧୪ଟି ସିଟ ପାଇଁ  ୪ଟି ପର୍ଯ୍ୟାୟରେ ମତଦାନ ହେଉଛି। ୭ଟି ପାଇଁ ମତଦାନ ହୋଇସାରିଥିବା ବେଳେ ଅନ୍ତିମ ପର୍ଯ୍ୟାୟ ମତଦାନ ମେ ୨୫ ଏବଂ ଜୁନ୍ ୧ରେ ଅନୁଷ୍ଠିତ ହେବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.