ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ୱେଟର୍ ପଦବୀ ପାଇଁ କାନାଡାରେ ଭାରତୀୟ ଛାତ୍ରଙ୍କ ଲମ୍ବା ଲାଇନ୍

ନୂଆଦିଲ୍ଲୀ,୦୬/୧୦: ବର୍ତ୍ତମାନ ଭାରତରେ ନିଯୁକ୍ତି ସମସ୍ୟା ଚିନ୍ତାର କାରଣ ପାଲଟିଛି। ନିଯୁକ୍ତିର ନିଅଣ୍ଟିଆ ପରିସ୍ଥିତିକୁ ନେଇ ତର୍କ-ବିତର୍କ ଚାଲି ଥିବାବେଳେ କାନାଡ଼ାରୁ ଆସିଛି ଚିନ୍ତାଜନକ ଚିତ୍ର। ହଜାର ହଜାର ଭାରତୀୟ ଛାତ୍ର ସେଠାରେ ୱେଟର ଚାକିରି ପାଇଁ ଧାଡ଼ିରେ ଛିଡା ହୋଇଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଆଉ ସେ ପୁଣି କୌଣସି ମ୍ୟାନେଜର କି ଅନ୍ୟ କୌଣସି ବଡ଼ ପଦବୀ ପାଇଁ ନୁହେଁ, ବରଂ ୱେଟର୍ ପାଇଁ।

ତେବେ ଭାଇରାଲ୍ ଭିଡିଓ ଅନୁସାରେ, ଏହି ଦୃଶ୍ୟ କାନାଡାର ବ୍ରମ୍ପଟନ୍ ସ୍ଥିତ ତନ୍ଦୁରି ଫ୍ଲେମ୍ ରେଷ୍ଟୁରାଣ୍ଟ ବାହାରର। ସେଠାରେ ପ୍ରାୟ 3 ହଜାରରୁ ଅଧିକ ଛାତ୍ର ଚାକିରି ପାଇଁ ଲାଇନରେ ଛିଡ଼ା ହୋଇଛନ୍ତି। ତାହା ପୁଣି ୱେଟର୍ ପାଇଁ। ୱେଟର୍ ବା ସର୍ଭର୍ ପଦବୀ ପାଇଁ ଏହି ନିଯୁକ୍ତି ଚାଲିଥିଲା। ଇଣ୍ଟର୍ଭ୍ୟୁ ପାଇଁ ଏତେ ସଂଖ୍ୟକ ଭାରତୀୟ ଛାତ୍ର ଧାଡ଼ିରେ ଛିଡ଼ା ହୋଇଥିବା ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରାଯାଇଛି। ଏହି ପୋଷ୍ଟ ପରେ ନେଟିଜେନ୍ସ ଭାରତରେ ନିଯୁକ୍ତି ବ୍ୟବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଯୁବପିଢିଙ୍କୁ ନିଯୁକ୍ତି ମିଳୁନଥିବାରୁ ସେମାନେ ବାହାର ଦେଶରେ ଏପରି ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.