ବ୍ରହ୍ମପୁର, ୯।୯ : ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ମଙ୍ଗଳବାର ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ମଙ୍ଗଳବାର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ସେହିପରି ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।
ଦିଲ୍ଲୀରେ ବସିବ ଆପ୍ର ବିଧାୟକ ଦଳ ବୈଠକ, ନୂଆ ମୁଖ୍ୟମ...