ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ, ନୂଆ ଯୋଜନାର କାର୍ଯ୍ୟକାରିତା ଏବଂ ଖାଲି ପଦବୀ ପୂରଣ ନେଇ ଆଲୋଚନା

Published By : Prameya | May 13, 2025 1:40 PM

ଭୁବନେଶ୍ୱର, ୧୩/୦୫ : ମଙ୍ଗଳବାର ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା । 

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଏହି ଖବରଟିକୁ ପଢନ୍ତୁ-କନିଷ୍ଠ ଯନ୍ତ୍ରୀଙ୍କୁ ମାଡ଼ ଘଟଣା; ଅଭିଯୁକ୍ତମାନଙ୍କୁ ଗିରଫ ଓ ସୁରକ୍ଷା ବ୍ୟବସ୍ଥା ଦାବିରେ ବ୍ଲକ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.