ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ଶତୀଶ ଚନ୍ଦ୍ର ସାମଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର, ୧୯।୬ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଫିସରେ ନିଯୁକ୍ତ ହେଲେ ୨ ନୂଆ ଅଫିସର।  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ଶତୀଶ ଚନ୍ଦ୍ର ସାମଲ ନିଯୁକ୍ତ ହୋଇଛନ୍ତି। 

ସେହିଭଳି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି କରାଯାଇଛି। ସେ ପୂର୍ବରୁ ଯୋଜନା ଏବଂ ସଂଯୋଜନା ବିଭାଗରେ କାର୍ଯ୍ୟରତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.