ପ୍ରମୂଖ ଖବର
  • କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ଆସିଲେନି ଦୀପାଳି, ତଦନ୍ତ ଅଧିକାରୀଙ୍କୁ ଜଣାଇଲେ ବ୍ୟକ୍ତିଗତ କାରଣ
  • ||
  • WPL 2025: ଆଜି ୟୁପି-ଗୁଜରାଟ ଜାଏଣ୍ଟ୍‌ସ ଲଢ଼େଇ, ବିଜୟ ଧାରାକୁ ଫେରିବାକୁ ସବୁ ଶକ୍ତି ଖଟାଇବେ ୱାରିଅର୍ସ
  • ||
  • ବୌଦ୍ଧ : ୩୫ କ୍ୱିଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ନଗଦ ଟଙ୍କା ଜବତ, ମାଫିଆ ଫେରାର
  • ||
  • ପୁରୀ : ତାରିଣୀ ମନ୍ଦିରରୁ ଲୁଟ୍‌, କଟର୍‌ରେ ହୁଣ୍ଡି କାଟି ଦାନ ଟଙ୍କା ନେଇଗଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ, ପୂରଣ ହେବ ୧୦୮୩ ପଦବି
  • ||
  • ତିଗିରିଆରେ ବାରହା ଆକ୍ରମଣରେ ୨ ଆହତ, ହସ୍ପିଟାଲରେ ଭର୍ତ୍ତି
  • ||
  • ରାୟଗଡ଼ା : ୨୧ କେଜି ଗଞ୍ଜେଇ ଜବତ, ୨ ଚାଲାଣକାରୀ ଗିରଫ
  • ||
  • ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀକୁ ମାରି ପୋତିଦେଲା ସ୍ତ୍ରୀ, ତିନି ଦିନ ପରେ ଆତ୍ମସମର୍ପଣ
  • ||
  • କାମାକ୍ଷାନଗର : ଦୁଇ ଦନ୍ତା ସଙ୍ଘର୍ଷରେ ଗୋଟିଏ ହାତୀର ମୃତ୍ୟୁ, ଚାଷ ଜମିରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜନତା ଦରବାରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ପଞ୍ଜିକରଣ କରିଛନ୍ତି ୧ ହଜାର ଅଭିଯୋଗକାରୀ
  • ||
  • ଉମରକୋଟ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚନ୍ଦ୍ରପୃଷ୍ଠରେ ‘ବ୍ଲୁ ଘୋଷ୍ଟ’ର ସଫଳ ଅବତରଣ, ମହାକାଶ ଗବେଷଣାରେ ଘରୋଇ କମ୍ପାନିର ବାଜିମାତ୍
  • ||
  • ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ର ନୋଟିସ୍‌: ସୋମବାର ହାଜର ହେବେ ଦୀପାଳି ଓ ବିଶାଲ !
  • ||
  • ରାଜ୍ୟରେ ପାରଦ ଉପରମୁହାଁ: ୩୮ ଡିଗ୍ରୀ ଡେଇଁଲା ବୌଦ୍ଧ, ବଲାଙ୍ଗୀର,୧୦ ସହର ତାପମାତ୍ରା ୩୭ ଡିଗ୍ରୀ ପାର୍
  • ||

ଶ୍ରେୟା ଘୋଷାଲଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍‌, ଇନଷ୍ଟଗ୍ରାମରେ ପୋଷ୍ଟ କରି ସୂଚନା ଦେଲେ ଗାୟିକା

Published By : Prameya | March 2, 2025 9:44 AM

ନୂଆଦିଲ୍ଲୀ ୦୨/୦୩: ବଲିଉଡର ଫେମସ୍‌ ପ୍ଲେ ବ୍ୟାକ୍‌ ସିଙ୍ଗର୍‌ ଶ୍ରେୟା ଘୋଷାଲ। ତାଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଶ୍ରେୟାଙ୍କ ଏକ୍ସ ଆକାଉଣ୍ଟକୁ ହ୍ୟାକ୍ କରାଯାଇଛି । ଶ୍ରେୟା ତାଙ୍କ ଇନଷ୍ଟା ଆକାଉଣ୍ଟରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି।



ଶନିବାର ଦିନ ଶ୍ରେୟା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଫ୍ୟାନ୍ସଙ୍କୁ ଜଣାଇଛନ୍ତି ଯେ ତାଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ୍ ହୋଇଛି। ଫଟୋ ସେୟାର କରି ସେ ଲେଖିଛନ୍ତି, “ହ୍ୟାଲୋ ଫ୍ୟାନ୍ସ  ଫେବୃଆରୀ ୧୩ ତାରିଖରୁ ମୋର ଟ୍ୱିଟର / ଏକ୍ସ ଆକାଉଣ୍ଟ ହ୍ୟାକ୍ ହୋଇଛି । ଏକ୍ସ ଟିମ୍‌ ପର୍ଯ୍ୟନ୍ତ ପହଞ୍ଚିବା ପାଇଁ ମୁଁ ମୋ ଶକ୍ତିରେ ସବୁକିଛି ଚେଷ୍ଟା କରିଛି । କିନ୍ତୁ କିଛି ଅଟୋ ଜେନେରେଟେଡ୍‌ ରେସପନ୍ସ ବ୍ୟତୀତ, କୌଣସି ପ୍ରତିକ୍ରିୟା ଆସିନାହିଁ, ମୁଁ ମୋର ଆକାଉଣ୍ଟ ଡିଲିଟ୍‌ ମଧ୍ୟ କରିପାରୁ ନାହିଁ।କାରଣ ମୁଁ ଆଉ ଲଗ୍ ଇନ୍ କରିପାରିବି ନାହିଁ । ଦୟାକରି କୌଣସି ଲିଙ୍କରେ କ୍ଲିକ୍ କରନ୍ତୁ ନାହିଁ କିମ୍ବା ସେହି ଆକାଉଣ୍ଟରୁ ଲେଖାଯାଇଥିବା କୌଣସି ମେସେଜ୍‌ ଉପରେ ବିଶ୍ୱାସ କରନ୍ତୁ ନାହିଁ। ସେଗୁଡିକ ସ୍ପାମ୍ ଏବଂ ଫିସିଂ ଲିଙ୍କ୍, ଯଦି ଆକାଉଣ୍ଟ ରିକଭର୍‌ ହୁଏ ଏବଂ ସୁରକ୍ଷିତ ଥାଏ ତେବେ ମୁଁ ବ୍ୟକ୍ତିଗତ ଭାବରେ ଏକ ଭିଡିଓ ମାଧ୍ୟମରେ ଅପଡେଟ୍ କରିବି ।“

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.