ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ମେଷ ରାଶିରେ ପ୍ରବେଶ କରିବେ ଶୁକ୍ର: ଏହି ୩ ରାଶିଙ୍କର ବଦଳିବ ଭାଗ୍ୟ...

Published By : Harapriya Sethi | May 15, 2025 7:12 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶୁକ୍ର ଗ୍ରହ ପ୍ରାୟ ୧ ମାସରେ ଚଳନ କରିଥାନ୍ତି । ଏହାସହ ଅନ୍ୟ ଗ୍ରହ ସହ ଏକାଠି ହୋଇ ଶୁଭ ଯୋଗ ମଧ୍ୟ ସୃଷ୍ଟି କରିଥାନ୍ତି । ଶୁକ୍ର ଗ୍ରହ ମେ ୩୧ ତାରିଖରେ ମେଷ ରାଶିରେ ଚଳନ କରିବେ। ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଲେ ମଧ୍ୟ କିଛି ରାଶି ବ୍ୟକ୍ତି ବିଶେଷ ଭାଗ୍ୟବାନ୍‌ ହେବେ। ଏମାନଙ୍କ ବୈବାହିକ ଜୀବନ ମଧ୍ୟ ସୁଖମୟ ହେବ। ଆସନ୍ତୁ ଜାଣିବା ସେହି ରାଶି ବିଷୟରେ...

ମେଷ- ଏହି ରାଶିଙ୍କୁ ହଠାତ୍‌ ଧନ ପ୍ରାପ୍ତି ହେବ। ନୂଆ ବ୍ୟବସାୟ ଆରମ୍ଭ ହେବ। ଅଟକି ଥିବା ଧନ ମିଳିବ । ବୈବାହିକ ଜୀବନ ସୁଖମୟ ହେବ । ନୂଆ କାମ ଆରମ୍ଭ କରିବା ସହ ଆୟରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ। ଘର, ଗାଡି କିଣିବାର ଯୋଗ ରହିଛି ।

ସିଂହ- ଏହି ରାଶିଙ୍କୁ ଭାଗ୍ୟର ସାଥ୍‌ ମିଳିବ । ବିଦେଶ ଯାତ୍ରାର ଯୋଗ ରହିଛି । ଧନ -ସମ୍ପତ୍ତି ବୃଦ୍ଧି ହେବ । ବୈବାହିକ ଜୀବନ ସୁଖମୟ ହେବ। ପରିବାରରେ ସୁଖଶାନ୍ତି ବୃଦ୍ଧି ହେବ । ସମ୍ପର୍କ ମଜଭୁତ ହେବ ।

ତୁଳା- ଏହି ରାଶିଙ୍କୁ ଶୁଭଫଳ ମିଳିବ। ବୈବାହିକ ଜୀବନ ସୁଖମୟ ହେବ । ଜୀବନସାଥୀଙ୍କ ସହଯୋଗ ମିଳିବ । ହଠାତ୍‌ ଧନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଭାଗ୍ୟର ସାଥ୍‌ ମିଳିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.