ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବଡ଼ମ୍ବାରେ ଅସୁସ୍ଥ ମାଇହାତୀ ଉଦ୍ଧାର, ଓୟୁଏଟିକୁ ଆସିଲା ରକ୍ତ ନମୁନା...

Published By : Ladu Kishor | June 24, 2025 4:19 PM

ବଡ଼ମ୍ବା୨୪/୦୬: ବଡ଼ମ୍ବା ବନାଞ୍ଚଳ ଅନ୍ତର୍ଗତ ଜଗା ବେହେରା ଥଳି ସରଂକ୍ଷିତ ଜଙ୍ଗଲରେ ଏକ ଅସୁସ୍ଥ ମାଇହାତୀ ଦେଖିବାକୁ ମିଳିଛି । ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଅସୁସ୍ଥ ହାତୀଟିକୁ ଉଦ୍ଧାର କରିବା ସହ ଏକ ସ୍ୱତନ୍ତ୍ର ମେଡିକାଲ ଟିମ ଢେଙ୍କାନାଳର କପିଳାସ ଡିଭିଜନରୁ ଚିକିତ୍ସା କରିବା ସହ ଭୁବନେଶ୍ୱର ଓୟୁଏଟିକୁ ରକ୍ତ ନମୁନା ପଠାଇଛନ୍ତି । ଅସୁସ୍ଥ ମାଇହାତୀଟିର ବୟସ ୫ ବର୍ଷ ହେବ ବୋଲି ସୂଚନା ଦେଇଛନ୍ତି ବନବିଭାଗର ଅଧିକାରୀ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.