ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ନନ୍ଦନକାନନରେ ସିମ୍ପାଞ୍ଜି 'ଜୁଲୁ ' ମୃତ

Published By : Prameya | December 30, 2024 5:29 PM

ଭୁବନେଶ୍ବର,୩୦। ୧୨ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିମ୍ପାଞ୍ଜି 'ଜୁଲୁ ' (୩୫)ମୃତ୍ୟୁ ଘଟିଛି।   ଜୁଲୁର ମୃତ୍ୟୁ ପରେ ପ୍ରାଣୀ ଉଦ୍ୟାନରେ ସିମ୍ପାଞ୍ଜିଙ୍କ ସଂଖ୍ୟା ୭କୁ ଖସି ଆସିଛି। ୧୯୯୪ ମସିହା ମେ ୧୬ ତାରିଖରେ ସିଙ୍ଗାପୁର ଚିଡିଆଖାନରୁ  ଜୁଲକୁ ଅଣାଯାଇଥିଲା। ସେତେବେଳେ ଜୁଲୁକୁ ସାଢ଼େ ତିନି ବର୍ଷ  ହୋଇଥିଲା । ସୋମବାର ସକାଳୁ ମୃତ୍ୟୁ ହୋଇଥିବା ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି। 

ସୂଚନାଯୋଗ୍ୟ ଯେ, ଗତ କାଲି ସିମ୍ପାଞ୍ଜି ରାକ୍ଷୀ ରାକ୍ଷୀ  ଏକ ଶାବକ ଜନ୍ମ ଦେଇଥିଲେ।  ଫଳରେ ଜନ୍ମିତ ଶାବକକୁ ମିଶାଇ ପ୍ରାଣୀ ଉଦ୍ୟାନରେ ଶିମ୍ପାଞ୍ଜି ସଂଖ୍ୟା ୮ ରେ ପହଞ୍ଚିଥିଲା । ତେବେ ସୋମବାର ସିମ୍ପାଞ୍ଜୀ ଜୁଲୁର ମୃତ୍ୟୁ ପରେ ଏହି ସଂଖ୍ୟା ୭କୁ ଖସିଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.