ପ୍ରମୂଖ ଖବର
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ବିଜେଡିକୁ ବାହୁଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପ୍ରାଣିଗ୍ରାହୀ, ମିିଳିଲା ବାଲେଶ୍ୱର ଜିଲ୍ଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର ୨୩/୦୫: ବିଜେଡିକୁ ବାହୁଡିଲେ ସିମୁଳିଆ ବିଧାୟକ ତଥା ପୂର୍ବତନ  ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପ୍ରାଣିଗ୍ରାହୀ। ବାଲେଶ୍ୱର ଜିଲ୍ଲା ବିଜେଡି ସଭାପତି ହେଲେ ଜ୍ୟୋତି ପ୍ରକାଶ ପ୍ରାଣିଗ୍ରାହୀ। ଦଳୀୟ ସହ ସରକାରୀ ପଦ ଦେବାକୁ ପ୍ରତିଶ୍ରୁତି ଦିଆଯାଇଥିବା ସୂଚନା। ବୁଧବାର ଜ୍ୟୋତି ପ୍ରକାଶ ପ୍ରାଣିଗ୍ରାହୀ। ବୁଧବାର ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଦେଖିବାକୁ ମିଳିଥିଲା ରାଜନୀତି ସରଗରମ। ସେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା।

ସେହିଭଳି ଅଶ୍ୱନୀ ପାତ୍ର ହେଲେ ବରିଷ୍ଠ ସାଧାରଣ ସଂପାଦକ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.