ପ୍ରମୂଖ ଖବର
  • ପାରିବାରିକ କଳହ : ଫ୍ୟାନରେ ଝୁଲି ବାପ-ପୁଅଙ୍କ ଆତ୍ମହତ୍ୟା
  • ||
  • ମହୁଆରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ତେଜ ପ୍ରତାପ ଯାଦବ
  • ||
  • ଟ୍ରମ୍ପ ପ୍ରଶାସନର ମନମାନୀ, ବାଧ୍ୟ ହୋଇ ନାସାରୁ ଚାକିରି ଛାଡ଼ିବେ ୩୮୭୦ କର୍ମଚାରୀ
  • ||
  • ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ ଲାଗି ବିଜେପିର ଦାବି
  • ||
  • ଯୁଯୁମୁରା ଦେବଝରଣ ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରଛାତ୍ରୀ ମୃତ
  • ||
  • ଗୟାଜୀରେ ଗ୍ୟାଙ୍ଗରେପ୍ ! ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ
  • ||
  • କଟକ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାକିରି ଦେବାକୁ କହି ଠକେଇ, ଜଣେ ଗିରଫ
  • ||
  • ସଫେଇ କର୍ମଚାରୀଙ୍କୁ ବଡ଼ ଭେଟି : ୧୦ ଲକ୍ଷର ଜୀବନବୀମା, କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ
  • ||
  • ଦୁଇ ଦଶନ୍ଧି ପରେ ଚିନ୍ତାର କାରଣ ପାଲଟିଛି ଚିକନଗୁନିଆ, ଭାରତ ପାଇଁ କେତେ ବିପଦ ?
  • ||
  • ବିଜେଡ଼ି ଆଣିବ ଅନାସ୍ଥା ପ୍ରସ୍ତାବ ! ଇଙ୍ଗିତ ଦେଲେ ବରିଷ୍ଠ ବିଧାୟକ ଅରୁଣ ସାହୁ
  • ||
  • ଟେଷ୍ଟରୁ ସନ୍ନ୍ୟାସ ନେଇପାରନ୍ତି ଯଶପ୍ରୀତ ବୁମ୍‌ରା ! ସାମ୍ନାକୁ ଆସିଲା ବଡ଼ କାରଣ
  • ||
  • ଯାଜପୁର : ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଝାଡ଼ଖଣ୍ଡରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ନକ୍ସଲ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ବଡ଼ ବୟାନ: 'ଖୁବଶୀଘ୍ର ବିଜେପିର ନୂଆ ସାଂଗଠନିକ କମିଟି'
  • ||
  • ଖୁବ୍‌ଶୀଘ୍ର ଏସ୍‌ସିବିରୁ ଡିସ୍‌ଚାର୍ଜ ହେବେ ଜ୍ୟୋତିପ୍ରକାଶ, ସୋମବାର ଡାକ୍ତରୀ ଟିମର ଜରୁରି ବୈଠକ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଦିଲ୍ଲୀ ଏମ୍‌ସରେ ମୁହଁ ଖୋଲିଲେ ବଳଙ୍ଗା ପୀଡ଼ିତା: ବଖାଣିଲେ ସାଂଘାତିକ ସତ, ମାଜିଷ୍ଟ୍ରେଟ୍‌, ଡାକ୍ତରଙ୍କ ସାମ୍ନାରେ ବୟାନ ରେକର୍ଡ
  • ||
  • ଶନିବାର କଟକରେ ସରକାରୀ ଛୁଟି ବାତିଲ୍‌, ବର୍ଷା ଓ ଜଳବନ୍ଦୀ ପାଇଁ ସତର୍କତା
  • ||
  • ମନ୍ତ୍ରିମଣ୍ଡଳ ଅଦଳବଦଳ ଖୁବ୍‌ଶୀଘ୍ର; ବାଦ୍‌ ପଡ଼ିବେ ସବୁ ଅପାରଗ, ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ
  • ||
  • ବଳ ଗୋଟାଉଛି ଅବପାତ: ଆଜି ପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଏସ୍‌ଆରସିଙ୍କ ସତର୍କତା
  • ||

୬ ଜଣିଆ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ ଗ୍ୟାଙ୍ଗ ଗିରଫ, ୫ଟି ବନ୍ଧୁକ ଓ ୧୩ଟି ଗୁଳି ଜବତ

Published By : Rasmita Pradhan | July 26, 2025 1:47 PM

କଟକ, ୨୬/୦୭ : କଟକ ପୁଲିସକୁ ବଡ଼ ସଫଳତା। ୬ ଜଣିଆ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ ଗ୍ୟାଙ୍ଗକୁ ଧରିଲା ମାଲଗୋଦାମ ଥାନା ପୁଲିସ ଓ ସ୍ପେସିଆଲ୍ ସ୍କ୍ଵାଡ୍। ଅଭିଯୁକ୍ତଙ୍କ ଠାରୁ ୫ଟି ବନ୍ଧୁକ ଓ ୧୩ଟି ଗୁଳି ଜବତ କରାଯାଇଛି। ଆଜି ସମସ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସିପି ଏସ୍. ଦେବଦତ୍ତ ସିଂହ ସୂଚନା ଦେଇଛନ୍ତି। 

ସୂଚନାନୁଯାୟୀ, କିଛି ଦିନ ହେବ କଟକ ସହରରେ ବେଆଇନ ବନ୍ଧୁକ କାରବାର ଚାଲୁଥିବା ନେଇ ପୁଲିସକୁ ସୂଚନା ମିଳିଥିଲା। ଏହାପରେ ସ୍ପେସିଆଲ ସ୍କ୍ୱାଡ୍ ଓ ମାଲଗୋଦାମ ପୁଲିସ ବିଭିନ୍ନ ସ୍ଥାନରେ ଛନଭିନ୍ ଚଳାଇଥିଲା। ଏହି ସମୟରେ ଜଣେ ବନ୍ଧୁକ ଯୋଗାଡ଼ିଆ ହାବୁଡ଼ରେ ପଡ଼ିଥିଲା। ତାଠାରୁ କିଛି ବନ୍ଧୁକ ଓ ଗୁଳି ଜବତ କରାଯାଇଥିଲା। ଉକ୍ତ ବ୍ୟକ୍ତିଙ୍କୁ ଜେରା କରିବା ସମୟରେ ବନ୍ଧୁକ ବେପାରୀ ଗ୍ୟାଙ୍ଗ ବିଷୟରେ ଜଣାପଡ଼ିଥିଲା। ପୁଲିସ ଚଢାଉ କରି ଏବେ ଆନ୍ତଃ ରାଜ୍ୟ ବନ୍ଧୁକ ବେପାରୀ ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୫ ବନ୍ଧୁକ, ୧୩ ଗୁଳି ଓ ୪ଟି ବାଇକ୍ ଜବତ କରାଯାଇଛି। ଏହି ଗ୍ୟାଙ୍ଗର ମୁଖ୍ୟ ୨୦୧୯ରେ ପୁଲିସ ହାତରେ ଧରା ପଡ଼ିଥିବା ଡିସିପି ଖିଲାରି ରିଷିକେଶ ଦ୍ୟାନଦେଓ ସୂଚନା ଦେଇଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.