ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ତୁଳସୀ କ୍ଷେତ୍ରରେ ପ୍ରଭୁ ବଳଦେବଜୀଉଙ୍କର ଚାଲିଛି ସ୍ନାନଯାତ୍ରା, ଘଣ୍ଟଘଣ୍ଟା ନାଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ

କେନ୍ଦ୍ରାପଡ଼ା, ୨୨/୦୬ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ତୁଳସୀ କ୍ଷେତ୍ରର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉ ଆଜି ସ୍ନାନମଣ୍ଡପରେ ବିଜେ କରିବେ। ସ୍ନାନ ମଣ୍ଡପରେ ଶ୍ରୀଜିଉମାନଙ୍କର ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଜିଉଙ୍କୁ ପହଣ୍ଡି ବିଜେ କରାଯାଇ ସ୍ନାନମଣ୍ଡପକୁ ନିଆଯାଉଛି। ଘଣ୍ଟଘଣ୍ଟା, ଶଙ୍ଖଧ୍ଵନି, ହରିବୋଲ, ହୁଳହୁଳି ନାଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହେଉଛି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ ପାଇଁ ଚାହିଁ ରହିଛନ୍ତି। ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି।  

ତେବେ ଶ୍ରୀଜିଉମାନେ ସ୍ନାନମଣ୍ଡପରେ ବିଜେ ହେବାପରେ ଜୟ ମଙ୍ଗଳା ଆଳତୀ, ନୀତି ସ୍ନାନ, ବଲ୍ଲବ ମଣୋହି, ମଙ୍ଗଳାର୍ପଣ ଇତ୍ୟାଦି କରାଯିବ। ଆଜି ଶ୍ରୀ ବଳଦେବଜୀଉଙ୍କ ଗଜ ବଦନ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.