ପ୍ରମୂଖ ଖବର
  • ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଓଏଏସ୍‌ ସମ୍ୱିତ ସଂଗ୍ରାମଜିତ ସାହୁ
  • ||
  • ଘଟଗାଁ : ଚଳନ୍ତା ଟ୍ରେନ୍‌ରୁ ପଡ଼ିଗଲେ ଯୁବତୀ, ଚାଲିଗଲା ଜୀବନ
  • ||
  • ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ
  • ||
  • ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ପୋରଣ, ୫ ମୃତ
  • ||
  • ବାରିପଦା : ସୁନା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ବାଲିପାଟଣା : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଆଠଗଡ଼ : ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର
  • ||
  • ଭୁବନେଶ୍ୱର : ହଂସିକାଙ୍କ ମାମଲାରେ ନୂଆ ମୋଡ଼: ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌
  • ||
  • ଗରିଆବନ୍ଧ ଏନକାଉଣ୍ଟର:୧୬ ମାଓବାଦୀଙ୍କ ମଧ୍ୟରୁ ୧୨ଜଣଙ୍କ ମିଳିଲା ପରିଚୟ
  • ||
  • ଭୁବନେଶ୍ୱର : SBI ଏଟିଏମ୍‌ ତାଡ଼ିନେଲେ ଦୁର୍ବୃତ୍ତ, ସିସିଟିଭି ଆଧାରରେ ପୋଲିସର ତଦନ୍ତ ଆରମ୍ଭ
  • ||
  • ଜୟପୁର : ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମିଆଁମାରରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ଼
  • ||
  • କଣାସରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି, ଆହୁରି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ,ହସ୍ପିଟାଲରେ ଚିକିତ୍ସା ଜାରି
  • ||
  • ଟ୍ରମ୍ପ ସରକାରଙ୍କୁ ବଡ଼ ଝଟକା, ଜନ୍ମଗତ ନାଗରିକତା ଅଧିକାର ଉଚ୍ଛେଦ ଆଦେଶ ଉପରେ ଲାଗିଲା ରୋକ୍
  • ||
  • ଶୁକ୍ରବାର ବସିବ ପ୍ରାକ୍ ବଜେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଜି.ଉଦୟଗିରି : କଳିଙ୍ଗା ଘାଟିରେ ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ୍‌, ଯାତାୟତ ବାଧାପ୍ରାପ୍ତ
  • ||
  • ବଜେଟ୍ ୨୦୨୫, ଆଜି ନର୍ଥ ବ୍ଲକ୍‌ରେ ଆୟୋଜିତ ହେବ ହାଲୁଆ ଉତ୍ସବ,ସାମିଲ ହେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ରାଜ୍ୟରେ ଆହୁରି କମିବ ଶୀତ, ୩ ଦିନ ଯାଏ ୨ ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ସୋଆ କୃଷି ବିଜ୍ଞାନ ମହାବିଦ୍ୟାଳୟକୁ ଚଳଚ୍ଚିତ୍ର ଜଗତ ପ୍ରତିଭା ସମ୍ମାନ

Published By : Prameya | January 24, 2025 10:49 PM

ଭୁବନେଶ୍ୱର ୨୪/୦୧ : କୃଷି କ୍ଷେତ୍ରରେ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଚିତ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ୍‌ ସାଇନ୍‌ସେସ୍‌ (ଆଇଏଏସ୍‌) କୁ ପ୍ରମୁଖ ସିନେ ପ୍ରତ୍ରିକା ‘ଚଳଚ୍ଚିତ୍ର ଜଗତ’ର ୪୯ ତମ ବାର୍ଷିକ ଉତ୍ସବରେ‘ଚଳଚ୍ଚିତ୍ର ଜଗତ ପ୍ରତିଭା ସମ୍ମାନ’ ପ୍ରଦାନ କରାଯାଇଛି। ଏହି ସମ୍ମାନ ଆଇଏଏସ୍‌ର ଡିନ୍‌ ପ୍ରଫେସର ସନ୍ତୋଷ କୁମାର ରାଉତ ଗ୍ରହଣ କରିଛନ୍ତି। କୃଷି ଭିତିକ ଶିକ୍ଷା,ଅଧ୍ୟାପନା,ଗବେଷଣା ତଥା ସମ୍ପ୍ରସାରଣ ଦିଗରେ ଉତ୍କର୍ଷତା ନିମନ୍ତେ ଆଇଏଏସ୍‌କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜ ରଞ୍ଜନ ନାୟକ ଏହି ସମ୍ମାନ ନିମନ୍ତେ ଆଇଏଏସ୍‌ର ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ତଥା କର୍ମଚାରୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଚଳଚ୍ଚିତ୍ର ଜଗତର ସମ୍ପାଦକ ଶ୍ରୀ ଆଦିକନ୍ଦ ରାଉତ ଓ ସଭାପତି ପ୍ରଫେସର ଶକ୍ତି ପ୍ରସାଦ ଦାଶଙ୍କ ସମେତ ଅନ୍ୟାନ୍ୟ ବ୍ୟକ୍ତି ବିଶେଷ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.