ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ପାରିବାରିକ କଳହର କରୁଣ ପରିଣତି, ତଣ୍ଟି ଚିପି ମାଆକୁ ହତ୍ୟା କଲା ପୁଅ

ସୋର, ୧୭/୦୭ : ତଣ୍ଟି ଚିପି ମାଆକୁ ହତ୍ୟା କଲା ପୁଅ। ସିମୁଳିଆ ଥାନା କଞ୍ଚାପଡ଼ା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏନେଇ ହତ୍ୟାକାରୀଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଛନ୍ତି। 

ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ସିମୁଳିଆ ଥାନା କାଞ୍ଚପଡ଼ା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ମାଆ ବାସନ୍ତୀ ମହାନ୍ତିଙ୍କୁ ପୁଅ ଅରୁ ମହାନ୍ତି ହତ୍ୟା କରିଛି। ଏନେଇ ଅରୁ ମହାନ୍ତିଙ୍କ ପତ୍ନୀ ସିମୁଳିଆ ଥାନାରେ ଅଭିଯୋଗ କରିଛନ୍ତି। ଫଳରେ ସିମୁଳିଆ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.