ପ୍ରମୂଖ ଖବର
  • ବରଗଡ଼ : ଦେବରାଜ ହତ୍ୟା ଘଟଣାର ପର୍ଦାଫାଶ, ୨ ଗିରଫ; ପୁଲିସର ସିନ୍ ରିକ୍ରିଏସନ
  • ||
  • ରଥ ଯାତ୍ରାରେ ଶ୍ରୀକ୍ଷେତ୍ରକୁ ଚାଲିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
  • ||
  • ମାଲକାନଗିରି: ଛତିଶଗଡ଼ ସୁକୁମା କୋଣ୍ଟାରେ IED ବିସ୍ଫୋରଣ, ASP ଆକାଶ ରାଓ ଶହୀଦ
  • ||
  • ପୁରୀ: ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
  • ||
  • ମୁମ୍ବାଇରେ ଚଳନ୍ତା ଲୋକାଲ୍ ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର
  • ||
  • ସୁନ୍ଦରଗଡ଼ : ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ଼ : ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା
  • ||
  • ୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ମେଘାଳୟରୁ ନିଖୋଜ ଇନ୍ଦୋର ଦମ୍ପତି ମାମଲାରେ ଟ୍ୱିଷ୍ଟ, ପତ୍ନୀ ସୋନମ ୟୁପିରୁ ଗିରଫ
  • ||
  • ଢେଙ୍କାନାଳ : ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼
  • ||
  • ଆମେରିକାର ଟେନେସିରେ ୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ
  • ||
  • କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ
  • ||
  • ମହାକାଶରେ ପୁଣି ଉଡ଼ିବ ତ୍ରିରଙ୍ଗା; ମିଶନ୍ ଆକ୍ସିଓମ୍ -୪କୁ ସଫଳ କରିବେ ଶୁଭାଂଶୁ ଶୁକ୍ଳା
  • ||
  • ଭୁବନେଶ୍ଵର ଆସିଲେ ଆଉ ହଇରାଣ ହେବେନି, ପ୍ରତି ଜିଲ୍ଲା ପାଇଁ ବିଭିନ୍ନ ସ୍ଥାନରେ ଗେଷ୍ଟ ହାଉସ୍ ନିର୍ମାଣ କରିବେ ସରକାର
  • ||
  • କେନ୍ଦ୍ରାପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ମାଉସୀ ମା' ମନ୍ଦିର ଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ କରିବେ ତ୍ରିରଙ୍ଗା ଶୋଭାଯାତ୍ରା
  • ||
  • ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଦ୍ଵିତୀୟ ରଥଯାତ୍ରା ସମନ୍ଵୟ ବୈଠକ, ଆକ୍ସନ୍ ପ୍ଲାନ୍ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ
  • ||
  • ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା, ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍, ୬ ଆହତ
  • ||
  • ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ରଥଯାତ୍ରାରେ ହିଟ୍ ଷ୍ଟ୍ରୋକ୍ ମୁକାବିଲା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା, ସବୁ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ କରାଯାଇଛି ଓଆରଏସ୍ କର୍ଣ୍ଣର

Published By : Rasmita Pradhan | June 9, 2025 2:10 PM

ପୁରୀ, ୯/୬ : ରଥଯାତ୍ରାରେ ହିଟ୍ ଷ୍ଟ୍ରୋକ୍ ବା ଅଂଶୁଘାତ ମୁକାବିଲା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା। ସବୁ ସିଏଚ୍‌ସି ଓ ପିଏଚ୍‌ସିରେ ହିଟ୍ ଷ୍ଟ୍ରୋକ୍ ପାଇଁ ଫ୍ୟାନ୍ ଏସି ବ୍ୟବସ୍ଥା କରାଯାଇଛି। ଯେଉଁ ସ୍ଥାନରେ ଏସି ନାହିଁ ସେଠାରେ କୁଲର ବ୍ୟବସ୍ଥା କରାଯାଇଛି। ସବୁ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ଓଆରଏସ୍ କର୍ଣ୍ଣର କରାଯାଇଛି। ରଥଯାତ୍ରା ସମନ୍ଵୟ କମିଟି ବୈଠକ ପରେ ଏନେଇ ସୂଚନା ଦିଆଯାଇଛି। 

ସେହିପରି ପୁରୀ ମୁଖ୍ୟ ଚିକିତ୍ସାଳୟରେ ୬ଟି ବେଡ୍, ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ୬ଟି ବେଡ୍, ଜଗନ୍ନାଥ ବଲ୍ଲଭ ପାର୍କିଂରେ ୧୦ଟି ବେଡ୍, ଅବକାଶ ପୁଲିସ ହଲିଡେ ଠାରେ ୬ଟି ବେଡ୍, ଉତ୍ତର ଦ୍ଵାରରେ ହାଇଟେକ୍ ତରଫରୁ ୨୫ଟି ବେଡ୍‌ର ବ୍ୟବସ୍ଥା କରାଯାଇଛି। ଅନବସର ଦର୍ଶନ ପାଇଁ ବ୍ରହ୍ମଗିରି ଓ ରେବଣା ନୂଆଗାଁରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ସ୍ନାନ ପୂର୍ଣ୍ଣିମା ପାଇଁ କାକୁଡ଼ି ଖାଇ, ସିଂହଦ୍ଵାର ପ୍ରବେଶ ଦ୍ଵାର ଆଦି ସ୍ଥାନରେ ହିଟ୍ ଷ୍ଟ୍ରୋକ୍ ପାଇଁ ବ୍ୟବସ୍ଥା, ମାର୍କେଟ୍ ଛକ ଠାରୁ ସିଂହଦ୍ଵାର ପର୍ଯ୍ୟନ୍ତ ଓଆରଏସ୍ କର୍ଣ୍ଣର ବ୍ୟବସ୍ଥା କରାଯାଇଛି। 

ଜୁନ୍ ୨୭ରେ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା। ଆଉ ଦିନକ ପରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ରଥଯାତ୍ରାର ସୁପରିଚାଳନା ପାଇଁ ଆଜି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଥିଲା ଦ୍ଵିତୀୟ ସମନ୍ଵୟ କମିଟି ବୈଠକ। ଏହି ବୈଠକରେ ବିଭିନ୍ନ ବିଭାଗର କାର୍ଯ୍ୟ ଉପରେ ତଦାରଖ କରାଯାଇଛି। ଠାକୁରଙ୍କ ନୀତିକାନ୍ତିକୁ କିଭଳି ଶୃଙ୍ଖଳିତ କରାଯିବ ସେଉପରେ ବିଶେଷ ଗୁରୁତ୍ଵ ଦିଆଯାଇଛି। ଚଳିତ ବର୍ଷ ରଥଯାତ୍ରାରେ ପ୍ରବଳ ଭକ୍ତଙ୍କ ସମାଙ୍ଗମ ହେବାର ଆଶଙ୍କା କରାଯାଉଛି। ଏଣୁ ଭକ୍ତଙ୍କ ରହଣୀ, ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ସହିତ ନୀତିକାନ୍ତି ଉପରେ ବିସ୍ତୃତ ଆଲୋଚନା କରାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.