ପ୍ରମୂଖ ଖବର
  • ଭଦ୍ରକ : ଭଦ୍ରକ ସହରର ଏଲେଖା ନିକଟ ଏକ ଘରୁ ମିଳିଲା ବ୍ରାଉନସୁଗାର ସହ ପୁଳା ପୁଳା ଟଙ୍କା
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ
  • ||
  • ବେତନଟୀ : ଟ୍ରକ୍‌ ଧକ୍କାରେ ବୁଲେଟ୍‌ ଚାଳକଙ୍କ ମୃତ୍ୟୁ, ଜଣେ ଆହତ
  • ||
  • ଭଦ୍ରକ : ଶିଶୁ ମହୋତ୍ସବ ମହକ୍‌ ଉଦ୍‌ଘାଟିତ, ଅଂଶ ଗ୍ରହଣ କଲେ ୪୨୨ ଛାତ୍ରଛାତ୍ରୀ
  • ||
  • ମୁନିଗୁଡ଼ା : ଦୋକାନ ଖୋଲିବା ବେଳେ ଲୁଟ୍‌, ସୁନା ବ୍ୟାଗ୍‌ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ଆଠଗଡ : ୧୪ ଲିଟର ଦେଶୀ ମଦ ଜବତ, ମହିଳା ଗିରଫ
  • ||
  • କନ୍ଧମାଳ : ମୋବାଇଲ ଟାୱାର ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ, ଟାୟାର ଜାଳି ରାସ୍ତାରୋକ
  • ||
  • ରିଆମାଳ : ସନ୍ଦେହ ଜନକ ଭାବେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
  • ||
  • ତେଲକୋଇରେ କଙ୍ଗାରୁ କୋର୍ଟ, ଦୁଇ ଧାନ ଚୋରଙ୍କ ମୁହଁରେ କାଳି ବୋଳି ଶାସ୍ତି ଦେଲେ ଲୋକେ
  • ||
  • ଚିତ୍ରକୋଣ୍ଡା : ମାଓବାଦୀଙ୍କ ନାଁରେ ଆଦାୟ କରୁଥିଲେ ବଟି, ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • କନ୍ଧମାଳରେ ଅପରେସନ୍‌ ନୀଳ ଜହର, ୧୩୦ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ
  • ||
  • ସାଲେପୁର : ଅଜଣା ଗାଡି ଧକ୍କାରେ ୩ ଆହତ
  • ||
  • ଆଠମଲ୍ଲିକ : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ରାଜ୍ୟରେ ଲୁଚକାଳି ଖେଳୁଛି ଶୀତ: ଆଜି ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା, ବୁଧବାରଠାରୁ ୪ ଡିଗ୍ରୀ କମିବ ତାପମାତ୍ରା
  • ||

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗୁପ୍ତ କୋଠରୀ ବା ସୁଡଙ୍ଗ ନାହିଁ, ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ବର ୦୧/୧୧:  ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରେ ନାହଁ କୌଣସି ଗୁପ୍ତ ସୁଡ଼ଙ୍ଗ। ପ୍ରାଥମିକ ଆଲୋଚନା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ବୟାନ। ଖୁବ୍‌ଶୀଘ୍ର ଆସିବ ଜିପିଆର୍‌ଏସ୍ ସର୍ଭେ ରିପୋର୍ଟ। ତର୍ଜମା ପରେ ରତ୍ନଭଣ୍ଡା ହେବ ମରାମତି।

ମନ୍ତ୍ରୀ କହିଛନ୍ତି,  ପ୍ରଥମିକ ଆଲୋଚନାରୁ କୌଣସି ଗୁପ୍ତ କୋଠରୀ ବା ସୁଡଙ୍ଗ ନଥିବା ପ୍ରାୟତଃ ଜଣାପଡିଛି । ଚୂଡାନ୍ତ ରିପୋର୍ଟକୁ ଆମେ ଅପେକ୍ଷା କରିଛୁ । ଜିପିଆର୍‌ ସର୍ଭେର ଚୂଡାନ୍ତ ରିପୋର୍ଟ ଆସିବା ପରେ ମରାମତି କାମ ଆରମ୍ଭ ହେବ। ଏବେ କାର୍ତ୍ତିକ ମାସ ଚାଲିଥିବାରୁ ଶ୍ରୀମନ୍ଦିର ଭିଡ ରହିଛି । କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ ଏକ ମାସ ଧରି ମରାମତି କାମ କରିବ । ମରାମତି ହେବା ପରେ ରତ୍ନ ଅଳଙ୍କାର ଗଣତି ମଣତି କରାଯିବ । ପୁରୁଣା ତାଲିକା ସହ ମ୍ୟାଚ୍ କରାଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.