ପ୍ରମୂଖ ଖବର
  • ଜୁଲାଇ ୩ରୁ ସିପିଇଟି ପରୀକ୍ଷା, ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ
  • ||
  • ନନ୍ଦନକାନନରେ ଆଖି ବୁଜିଲା ନାଲି ବାଘୁଣୀ 'ସାରା', ବୟସାଧିକ କାରଣରୁ ମୃତ୍ୟୁ
  • ||
  • ଅଷ୍ଟାଦଶ ଲୋକସଭା ଅଧିବେଶନ, ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ
  • ||
  • ଜୁଲାଇ ୯ରୁ ମାଟ୍ରିକ୍‌ ସାର୍ଟିଫିକେଟ୍‌ ବଣ୍ଟନ: ଜୁଲାଇ ୧୨ ରୁ ୨୨ ତାରିଖ ପର୍ଯ୍ୟନ୍ତ ତ୍ରୁଟି ସଂଶୋଧନ ପାଇଁ ଆବେଦନ
  • ||
  • ମାନହାନି ମାମଲା: ରାହୁଲଙ୍କୁ ଜୁଲାଇ ୨ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ
  • ||
  • ଟି-୨୦ ବିଶ୍ବକପ୍ ୨୦୨୪, ଆଫଗାନର ସ୍ବପ୍ନ ଧୂଳିସାତ,ଫାଇନାଲ୍ରେ ଦକ୍ଷିଣ. ଆଫ୍ରିକା
  • ||
  • ଟି-୨୦ ବିଶ୍ୱକପ୍ ସେମି ଟକ୍କର: ଇଂଲଣ୍ଡ- ଭାରତ ମହାମୁକାବିଲା, ବର୍ଷା ସାଜିପାରେ ଖଳନାୟକ
  • ||
  • ଅଣସର ଘରେ ଚାଲିଛି ଗୁପ୍ତ ଉପଚାର, ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରି ତେଲ
  • ||
  • ରାଜ୍ୟରେ ବଦଳିଲା ପାଗ: ୪ ଦିନ ଭଲ ବର୍ଷା,୨ ଦିନ ହେବ ପ୍ରବଳ ଛେଚିବ
  • ||

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି

ପୁରୀ, ୧୯।୬: ଖୋଲିବ ରତ୍ନ ଭଣ୍ଡାର । ରଥଯାତ୍ରା ପରଦିନ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ନିଷ୍ପତ୍ତି ନେଇଛନ୍ତି । ରତ୍ନ ଭଣ୍ଡାର ଖୋଲିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ଏହି ଟିମ୍ ସହାୟତାରେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥର ଲେଜର ସ୍କାନିଂ କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏନେଇ ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.