ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି

ପୁରୀ, ୧୯।୬: ଖୋଲିବ ରତ୍ନ ଭଣ୍ଡାର । ରଥଯାତ୍ରା ପରଦିନ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ନିଷ୍ପତ୍ତି ନେଇଛନ୍ତି । ରତ୍ନ ଭଣ୍ଡାର ଖୋଲିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ଏହି ଟିମ୍ ସହାୟତାରେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥର ଲେଜର ସ୍କାନିଂ କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏନେଇ ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.